Masthead

ଆସାମରେ ବନ୍ୟା ବିତ୍ପାତ, ୧୬ଲକ୍ଷ ଲୋକ ପ୍ରଭାବିତ

ଆସାମ (ବଡ଼ ଖବର ବ୍ୟୁରୋ): ଆସାମରେ ଭୟଙ୍କର ହେଲାଣି ବନ୍ୟା ସ୍ଥିତି । ଆସାମର ୧୯ଟି ଜିଲ୍ଲାରେ ୬ ଲକ୍ଷ ଲୋକେ ପ୍ରଭାବିତ । ବ୍ରହ୍ମପୁତ୍ର ଜଳସ୍ତର ଏବେ ବି ବିପଦ ସଙ୍କେତ ଉପରେ । ସେପଟେ ବନ୍ୟା ଯୋଗୁ ବର୍ତ୍ତମାନ ସୁଦ୍ଧା ୪୬ ଜଣଙ୍କ ମୃତ୍ୟୁ ହୋଇଛି। ଗତ ୨୪ ଘଣ୍ଟା ମଧ୍ୟରେ ବନ୍ୟା ପାଣିରେ ବୁଡି ଆଉ ୮ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଏନଡିଆରଏଫ, ଏସଡିଆରଏଫ, ଅଗ୍ନିଶମ ବିଭାଗ ଏବଂ ସେନା ସହାୟତାରେ ଉଦ୍ଧାର କାର୍ଯ୍ୟ ଜୋରସୋରରେ ଚାଲିଛି।

ରାସ୍ତାଘାଟ ବୁଡି ରହିଥିବାରୁ ଗମନାଗମନରେ ବାଧା ଉପୁଜିଛି। ଏମିତିକି ଅନେକ ବିଲ୍ଡଂର ପ୍ରଥମ ମହଲା ଜଳରେ ବୁଡି ରହିଥିବାରୁ ଲୋକେ ଘରଦ୍ୱାର ଛାଡି ଅନ୍ୟତ୍ର ମୁଣ୍ଡ ଗୁଞ୍ଜିଛନ୍ତି। ସେପଟେ କାଜିରଙ୍ଗା ଜାତୀୟ ଉଦ୍ୟାନରେ ରହୁଥିବା ପ୍ରାଣୀଙ୍କ ଲାଗି ମଧ୍ୟ ବିପଦ ଦେଖାଦେଇଛି। ଚାରିଆଡେ ପାଣି ପଶିଯାଇଛି। ଜାତୀୟ ଉଦ୍ୟାନର ଅନେକ ସ୍ଥାନ ପାଣିରେ ବୁଡି ରହିଛି। ଫଳରେ ହାତୀ, ହରିଣ, ଗଣ୍ଡାଠୁ ଆରମ୍ଭ କରି ଅନେକ ପଶୁପକ୍ଷୀ ଏବେ ଜନବସତି ମୁହାଁ ହୋଇଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ