Masthead

୨୪ ଘଣ୍ଟାରେ ୪୬୨ ପଜିଟିଭ୍

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ରାଜ୍ୟରେ ତଳକୁ ଖସୁଛି ସଂକ୍ରମଣ । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୪୬୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୨୧୨୧୬ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୬୮ ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୧୯୪ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୨୧୨୧୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୫୩୫୧ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୦୭୬୬୬ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୯୩୭୬୩୨୬ ସାମ୍ପୁଲ ଟେଷ୍ଟ୍ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କମଲ ହାସନଙ୍କ ‘ଠଗ୍ ଲାଇଫ’ ବିବାଦ 🔴 ଜମ୍ମୁକାଶ୍ମୀରର ଚେନାବ ରେଳ ସେତୁ, କ’ଣ ରହିଛି ଏଠି… 🔴 ଝଲସି ଉଠିଲା ଅଯୋଧ୍ୟା ରାମ ମନ୍ଦିରର ଶିଖର 🔴 କିଏ ଜିତିବ ଆଇପିଏଲ ଫାଇନାଲ ମ୍ୟାଚ 🔴 ଖୁବଶୀଘ୍ର ତୃତୀୟ ବିଶ୍ୱଯୁଦ୍ଧ! 🔴 ରଜିତ ଗୁପ୍ତା ହେଲେ JEE ଆଡଭାନ୍ସ ଟପ୍ପର 🔴 ରାଜୀବ ଶୁକ୍ଳା ହୋଇପାରନ୍ତି ବିସିସିଆଇର ସଭାପତି 🔴 ଫାଇନାଲରେ ପଞ୍ଜାବ କିଙ୍ଗସ୍‌ 🔴 ଅତିରିକ୍ତ ତହସିଲଦାରଙ୍କୁ ମାଫିଆଙ୍କ ଆକ୍ରମଣ 🔴 ଉତ୍ତର-ପୂର୍ବ ରାଜ୍ୟରେ ବର୍ଷା ବିତ୍ପାତ, ୩୦ ମୃତ 🔴 କମଲ ହାସନଙ୍କ ‘ଠଗ୍ ଲାଇଫ’ ବିବାଦ 🔴 ଜମ୍ମୁକାଶ୍ମୀରର ଚେନାବ ରେଳ ସେତୁ, କ’ଣ ରହିଛି ଏଠି… 🔴 ଝଲସି ଉଠିଲା ଅଯୋଧ୍ୟା ରାମ ମନ୍ଦିରର ଶିଖର 🔴 କିଏ ଜିତିବ ଆଇପିଏଲ ଫାଇନାଲ ମ୍ୟାଚ 🔴 ଖୁବଶୀଘ୍ର ତୃତୀୟ ବିଶ୍ୱଯୁଦ୍ଧ! 🔴 ରଜିତ ଗୁପ୍ତା ହେଲେ JEE ଆଡଭାନ୍ସ ଟପ୍ପର 🔴 ରାଜୀବ ଶୁକ୍ଳା ହୋଇପାରନ୍ତି ବିସିସିଆଇର ସଭାପତି 🔴 ଫାଇନାଲରେ ପଞ୍ଜାବ କିଙ୍ଗସ୍‌ 🔴 ଅତିରିକ୍ତ ତହସିଲଦାରଙ୍କୁ ମାଫିଆଙ୍କ ଆକ୍ରମଣ 🔴 ଉତ୍ତର-ପୂର୍ବ ରାଜ୍ୟରେ ବର୍ଷା ବିତ୍ପାତ, ୩୦ ମୃତ