Masthead

୨୪ ଘଣ୍ଟାରେ ୪୬୨ ପଜିଟିଭ୍

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ରାଜ୍ୟରେ ତଳକୁ ଖସୁଛି ସଂକ୍ରମଣ । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୪୬୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୨୧୨୧୬ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୬୮ ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୧୯୪ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୨୧୨୧୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୫୩୫୧ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୦୭୬୬୬ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୯୩୭୬୩୨୬ ସାମ୍ପୁଲ ଟେଷ୍ଟ୍ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼