Masthead

ମୃତ୍ୟୁ ପଛରେ ବ୍ୟବସାୟିକ ଶତ୍ରୁତା: ସୁବାସ ପାଣିଗ୍ରାହୀ

ଭୁବନେଶ୍ୱର(ବଡ଼ ଖବେ ବ୍ୟୁରୋ): ନବ ଦାସଙ୍କ ମୃତ୍ୟୁକୁ ନେଇ ସାଙ୍ଘାତିକ ଅଭିଯୋଗ ଆଣିଲେ ବିଜେପି ବିଧାୟକ ସୁବାସ ପାଣିଗ୍ରାହୀ । କହିଛନ୍ତି ‘ମୃତ୍ୟୁ ପଛରେ ରହିଛି ବଡ ଧରଣର ଷଡଯନ୍ତ୍ର’ । ବଡ ବଡ ନେତା ମଧ୍ୟ ଏଥିରେ ସାମିଲ ଅଛନ୍ତି । ନବ ଦାସଙ୍କର ବହୁତ ଗୁଡିଏ ବ୍ୟବସାୟ ଥିଲା । ବଡ଼ ସାମ୍ରାଜ୍ୟ ରହିଥିଲା । ପଶ୍ଚିମ ଓଡିଶାର ଟାଣୁଆ ନେତା ଥିଲେ ନବ ଦାସ ।

ତାଙ୍କ ସାମ୍ରାଜ୍ୟକୁ ଶେଷ କରି ସେଠୁ ଟଙ୍କା କଲେକ୍ସନ କରିବା ପାଇଁ କେହି ଏହି ହତ୍ୟାକାଣ୍ଡ କରାଇଛନ୍ତି । ସମ୍ପୂର୍ଣ୍ଣ ଭାବେ ଷଡ଼ଯନ୍ତ୍ର କରି ନବ ଦାସଙ୍କୁ ମାରି ଦିଆଯାଇଛି । ବ୍ୟବସାୟ ପାଇଁ ତାଙ୍କୁ ପଲିଟିକାଲ ମର୍ଡର କରାଯାଇଥିବା କହିଛନ୍ତି ସୁବାସ ପାଣିଗ୍ରାହୀ । ସିବିଆଇ ତଦନ୍ତ ହେଲେ ଏ ସବୁ କିଛିର ଗୁମର ଖୋଲିଯିବ ବୋଲି କହିଛନ୍ତି ବିଜେପି ବିଧାୟକ ସୁବାଷ ପାଣିଗ୍ରାହୀ । ଗୋପାଳକୁ ଏହି ହତ୍ୟାକାଣ୍ଡରେ କେବଳ ମୋହରା ବନାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ