ହଷ୍ଟେଲ ଖାଦ୍ୟ ଖାଇ ୪୭ ଛାତ୍ର ଅସୁସ୍ଥ

କଟକ (ବଡ଼ ଖବର ବ୍ୟୁରୋ): କଟକ ରେଭେନ୍ସା ବିଶ୍ଵ ବିଦ୍ୟାଳୟର ୪୭ଜଣ ଛାତ୍ର ଝାଡାବାନ୍ତିରେ ଆକ୍ରାନ୍ତ ହୋଇ ଏସସିବି ମେଡ଼ିକାଲରେ ଭର୍ତ୍ତି ହୋଇଛନ୍ତି । ଗତ ଶୁକ୍ରବାର ରାତିରେ ହଷ୍ଟେଲ ଖାଇବା ପରେ ଶନିବାର ସକାଳୁ ଅସୁସ୍ଥ ହୋଇ ପଡ଼ିଥିଲେ । ସ୍ଥିତି ଜଟିଳ ହେବାରୁ ନ୍ୟୁ ପିଜି ହଷ୍ଟେଲ ଓ ଧର୍ମପଦ ହଷ୍ଟେଲର ୪୭ ଜଣ ଛାତ୍ରଙ୍କୁ ଏସସିବିର ଡାଇରିଆ ୱାର୍ଡରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଥିଲା । ଏହାପରେ ସ୍ଵତନ୍ତ୍ର କେୟାର ୟୁନିଟକୁ ଛାତ୍ରମାନଙ୍କୁ ପଠାଯାଇଛି ।

ଏହି ଘଟଣା ପରେ କଟକ ସଦର ବିଧାୟକ ପ୍ରକାଶ ଚନ୍ଦ୍ର ସେଠୀ, ବାଙ୍କୀ ବିଧାୟକ ଦେବୀ ରଞ୍ଜନ ତ୍ରିପାଠୀ, ଚୌଦ୍ୱାର କଟକ ବିଧାୟକ ସୌଭିକ ବିଶ୍ୱାଳ ମେଡ଼ିକାଲ ପରିସରରେ ପହଞ୍ଚି ଅସୁସ୍ଥ ଛାତ୍ରମାନଙ୍କ ସ୍ୱାସ୍ଥ୍ୟବସ୍ଥା ବୁଝିବା ସହ ଉନ୍ନତ ସେବା ପାଇଁ ମେଡ଼ିକାଲ କର୍ତ୍ତୃପକ୍ଷଙ୍କ ସହ ଆଲୋଚନା କରିଥିଲେ । ଛାତ୍ରଛାତ୍ରୀମାନେ ଦୈନିକ ଖାଉଥିବା ଖାଦ୍ୟ ପାନୀୟର ମାନ ଯାଞ୍ଚ କରିବା ନେଇ ରେଭେନ୍ସା କର୍ତ୍ତୃପକ୍ଷ ପଦକ୍ଷେପ ନିଅନ୍ତୁ ବୋଲି କହିଥିଲେ ବାଙ୍କୀ ବିଧାୟକ ଦେବୀ ରଞ୍ଜନ ତ୍ରିପାଠୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!