Masthead

୨୪ ଘଣ୍ଟାରେ ୪୭୧ ପଜିଟିଭ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ତଳକୁ ଖସୁଛି ସଂକ୍ରମଣ । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୪୭୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୧୬୮୩୩ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୭୪ ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୧୯୭ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି ।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୧୬୮୩୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୬୯୪୮ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୦୨୧୨୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୮୯୦୫୦୭୭ସାମ୍ପୁଲ ଟେଷ୍ଟ୍ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାଙ୍ଗିଲା ରଥ ଚକ, ଭକ୍ତଙ୍କ କାନ୍ଧରେ ଗଲେ ଜଗନ୍ନାଥ 🔴 ଖୋଲିଲା ହୀରାକୁଦ ଗେଟ୍ 🔴 ୧୨ ଘଣ୍ଟାରେ ଲଘୁଚାପ! 🔴 ମହଣ ମହଣ ସୁନାରେ ଝଟକିବେ ମଣିମା 🔴 ସଲମାନ ଖାନଙ୍କ ଗଲୱାନ 🔴 ପାଟନାରେ ବିଜେପି ନେତାଙ୍କୁ ଗୁଳିମାଡ଼ 🔴 ପରଦାକୁ ଆସିଲା ଓଡ଼ିଆ ସିନେମା ‘ନବକଳେବର’ 🔴 ଆହୁରି ତିନି ଦିନ ଭିଜିବ ଓଡ଼ିଶା 🔴 ସରିଲା ଆଡ଼ପମଣ୍ଡପ ଲୀଳା, ଅପେକ୍ଷାରେ ମାଆ 🔴 ପୁରୀ ହେବ ମହାନଗରନିଗମ : ମୋହନ ଚରଣ ମାଝୀ 🔴 ଭାଙ୍ଗିଲା ରଥ ଚକ, ଭକ୍ତଙ୍କ କାନ୍ଧରେ ଗଲେ ଜଗନ୍ନାଥ 🔴 ଖୋଲିଲା ହୀରାକୁଦ ଗେଟ୍ 🔴 ୧୨ ଘଣ୍ଟାରେ ଲଘୁଚାପ! 🔴 ମହଣ ମହଣ ସୁନାରେ ଝଟକିବେ ମଣିମା 🔴 ସଲମାନ ଖାନଙ୍କ ଗଲୱାନ 🔴 ପାଟନାରେ ବିଜେପି ନେତାଙ୍କୁ ଗୁଳିମାଡ଼ 🔴 ପରଦାକୁ ଆସିଲା ଓଡ଼ିଆ ସିନେମା ‘ନବକଳେବର’ 🔴 ଆହୁରି ତିନି ଦିନ ଭିଜିବ ଓଡ଼ିଶା 🔴 ସରିଲା ଆଡ଼ପମଣ୍ଡପ ଲୀଳା, ଅପେକ୍ଷାରେ ମାଆ 🔴 ପୁରୀ ହେବ ମହାନଗରନିଗମ : ମୋହନ ଚରଣ ମାଝୀ