Masthead

୨୪ ଘଣ୍ଟାରେ ୪୭୭ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ):  ରାଜ୍ୟରେ ଗତ ୨୪ ଘଣ୍ଟାରେ ୪୭୭ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ । ସେମାନଙ୍କ ମଧ୍ୟରୁ ୧୮ ବର୍ଷ ଭିତରେ ୭୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ୨୭୮ ଜଣ ସଂଗରୋଧରୁ ଚିହ୍ନଟ ହୋଇଥିବା ବେଳେ ୧୯୯ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ସେହିପରି ଖୋର୍ଦ୍ଧାରୁ ୨୦୦, କଟକରୁ ୬୨, ବାଲେଶ୍ୱର ୨୬, ଜଗତସିଂହପୁର ଓ ମୟରଭଞ୍ଜରୁ ୨୩ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ