Masthead

୨୪ ଘଣ୍ଟାରେ ୪୭୭ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ):  ରାଜ୍ୟରେ ଗତ ୨୪ ଘଣ୍ଟାରେ ୪୭୭ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ । ସେମାନଙ୍କ ମଧ୍ୟରୁ ୧୮ ବର୍ଷ ଭିତରେ ୭୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ୨୭୮ ଜଣ ସଂଗରୋଧରୁ ଚିହ୍ନଟ ହୋଇଥିବା ବେଳେ ୧୯୯ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ସେହିପରି ଖୋର୍ଦ୍ଧାରୁ ୨୦୦, କଟକରୁ ୬୨, ବାଲେଶ୍ୱର ୨୬, ଜଗତସିଂହପୁର ଓ ମୟରଭଞ୍ଜରୁ ୨୩ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ