Masthead

ହାଡ଼ିଦାସ ମହାବିଦ୍ୟାଳୟରେ ୪୭ତମ ପ୍ରତିଷ୍ଠା ଦିବସ ଅନୁଷ୍ଠିତ

ଯାଜପୁର (ବଡ଼ ଖବର ବ୍ୟୁରୋ): ଯାଜପୁର ଜିଲ୍ଲା ଛତିଆ ମହାପୁରୁଷ ହାଡ଼ିଦାସ ମହାବିଦ୍ୟାଳୟର ୪୭ତମ ପ୍ରତିଷ୍ଠା ଦିବସ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ଯାଜପୁର ଜିଲ୍ଲା ସାଂସଦ ରବି ନାରାୟଣ ବେହେରା, ଉଦଘାଟକ ଭାବେ ବଡ଼ଚଣା ବିଧାୟକ ଅମର ନାୟକ, ମୁଖ୍ୟ ବକ୍ତା ଭାବେ କୋରେଇ ବିଧାୟକ ଆକାଶ ଦାସ ନାୟକ ଉପସ୍ଥିତ ରହି ଅଭିଭାଷଣ ଦେଇଥିଲେ । ମହାବିଦ୍ୟାଳୟ ପକ୍ଷରୁ ଛାତ୍ର ଛାତ୍ରୀ ଓ ଅତିଥି ମାନଙ୍କ ଉପସ୍ଥିତିରେ ସଭାରେ ପ୍ରଭୂ ଜଗନ୍ନାଥଙ୍କ ଫୋଟ ଚିତ୍ରରେ ଦୀପ ପଜ୍ଜଳନ କରିବା ସହ ପୁଷ୍ପମାଲ୍ୟ ଦେଇ ଜାତୀୟ ସଙ୍ଗିତ ଗାନ କରାଯାଇ କାର୍ଯ୍ୟକ୍ରମର ଶୁଭାରମ୍ଭ କରାଯାଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ