Masthead

ହାଡ଼ିଦାସ ମହାବିଦ୍ୟାଳୟରେ ୪୭ତମ ପ୍ରତିଷ୍ଠା ଦିବସ ଅନୁଷ୍ଠିତ

ଯାଜପୁର (ବଡ଼ ଖବର ବ୍ୟୁରୋ): ଯାଜପୁର ଜିଲ୍ଲା ଛତିଆ ମହାପୁରୁଷ ହାଡ଼ିଦାସ ମହାବିଦ୍ୟାଳୟର ୪୭ତମ ପ୍ରତିଷ୍ଠା ଦିବସ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ଯାଜପୁର ଜିଲ୍ଲା ସାଂସଦ ରବି ନାରାୟଣ ବେହେରା, ଉଦଘାଟକ ଭାବେ ବଡ଼ଚଣା ବିଧାୟକ ଅମର ନାୟକ, ମୁଖ୍ୟ ବକ୍ତା ଭାବେ କୋରେଇ ବିଧାୟକ ଆକାଶ ଦାସ ନାୟକ ଉପସ୍ଥିତ ରହି ଅଭିଭାଷଣ ଦେଇଥିଲେ । ମହାବିଦ୍ୟାଳୟ ପକ୍ଷରୁ ଛାତ୍ର ଛାତ୍ରୀ ଓ ଅତିଥି ମାନଙ୍କ ଉପସ୍ଥିତିରେ ସଭାରେ ପ୍ରଭୂ ଜଗନ୍ନାଥଙ୍କ ଫୋଟ ଚିତ୍ରରେ ଦୀପ ପଜ୍ଜଳନ କରିବା ସହ ପୁଷ୍ପମାଲ୍ୟ ଦେଇ ଜାତୀୟ ସଙ୍ଗିତ ଗାନ କରାଯାଇ କାର୍ଯ୍ୟକ୍ରମର ଶୁଭାରମ୍ଭ କରାଯାଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ