Masthead

ଭାରସାମ୍ୟ ହରାଇ ଲୋକଙ୍କ ଉପରେ ଚଢିଗଲା ଟ୍ରକ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): କେନିଆରେ ଭୟଙ୍କର ଦୁର୍ଘଟଣା । ଭାରସାମ୍ୟ ହରାଇ ଲୋକଙ୍କ ଉପରେ ଚଢିଗଲା ଟ୍ରକ । ୪୮ ମୃତ, ଅନେକ ଗୁରୁତର । ଭ୍ୟାନକୁ ପିଟିବା ପରେ ଭାରସାମ୍ୟ ହରାଇଥିଲା ଟ୍ରକ । କେରିଚ ଓ ନାକୁରୁ ମଝିରେ ଦୁର୍ଘଟଣା ଘଟିଥିବା ସୂଚନା । ଶୁକ୍ରବାର ଏହି ଘଟଣା ଘଟିଛି ।

ପ୍ରତ୍ୟକ୍ଷଦର୍ଶୀମାନେ କହିଛନ୍ତି, ଏକ ସିପିଂ କଣ୍ଟେନର ନେଇ ଯାଉଥିବା ଏକ ଲୋରୀ ସଡ଼କରୁ ଓହରିଆସି ଅନେକ ଗାଡି ସହିତ ଧକ୍କା ହୋଇଥିଲା। କ୍ଷତିଗ୍ରସ୍ତ ମିନିବସ ଏବଂ ଟ୍ରକ ସହିତ କାର୍ ଏବଂ ମୋଟରସାଇକେଲର ଖଣ୍ଡ ଖଣ୍ଡ ହୋଇଯାଇଥିବା ଦେଖାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଏସସିବି ଟ୍ରମା କେୟାରରେ ଅଗ୍ନିକାଣ୍ଡ, ୧୦ ମୃତ 🔴 ପାରାଦୀପ ଛାଡିଲେ ବିଜେପି ବିଧାୟକ 🔴 ଆଜିଠୁ ରାଜ୍ୟରେ କାଳବୈଶାଖୀ ବର୍ଷା ! 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ଏସସିବି ଟ୍ରମା କେୟାରରେ ଅଗ୍ନିକାଣ୍ଡ, ୧୦ ମୃତ 🔴 ପାରାଦୀପ ଛାଡିଲେ ବିଜେପି ବିଧାୟକ 🔴 ଆଜିଠୁ ରାଜ୍ୟରେ କାଳବୈଶାଖୀ ବର୍ଷା ! 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା