Masthead

କାଶ୍ମୀରରେ ୫.୯ ନିୟୁତ ଲିଥିୟମ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଦେଶର ପ୍ରଥମ ଲିଥିୟମ୍ ଖଣୀ ଜମ୍ମୁ-କାଶ୍ମୀରରେ ଠାବ ହୋଇଛି । ଏଥିରେ ଗଚ୍ଛିତ ଲିଥିୟମର ପରିମାଣ ୫.୯ ନିୟୁତ ଟନ୍‌। ପ୍ରଥମ ଥର ପାଇଁ ଭାରତରେ ଏହି ଧାତୁ ଜମ୍ମୁ-କଶ୍ମୀରର ରିଆସି ଜିଲାରୁ ମିଳିଥିବାରୁ ଏହା ଏକ ବଡ଼ ସଫଳତା ବୋଲି ଖଣି ସଚିବ ବିବେକ ଭରଦ୍ୱାଜ କହିଛନ୍ତି। ଏବେ ଲିଥିୟମ, ନିକେଲ ଏବଂ କୋବାଲ୍ଟ ଭଳି ଅନେକ ଖଣିଜ ପାଇଁ ଭାରତ ଆମଦାନୀ ଉପରେ ନିର୍ଭରଶୀଳ।

ଦେଶ ଆତ୍ମନିର୍ଭର ହେବା ଲାଗି ଜଟିଳ ଖଣିଜ ଖୋଜି ବାହାର କରିବା ଏବଂ ତାହାର ପ୍ରକ୍ରିୟାକରଣ କରିବା ଗୁରୁତ୍ୱପୂର୍ଣ୍ଣ। ଏହିସବୁ ସାମଗ୍ରୀ ଆମଦାନୀ ହ୍ରାସ ପାଇପାରିଲେ ଆମେ ଆତ୍ମନିର୍ଭର ହୋଇପାରିବା ବୋଲି ୬୨ତମ କେନ୍ଦ୍ରୀୟ ଭୂତାତ୍ତ୍ୱିକ କାର୍ୟ୍ୟକ୍ରମ ବୋର୍ଡ ବୈଠକରେ ଉଦ୍‌ବୋଧନ ଦେଇ ଖଣି ସଚିବ କହିଛନ୍ତି। ଆମେରିକା ଭୂତାତ୍ତ୍ୱିକ ସର୍ଭେ ରିପୋର୍ଟ ଅନୁଯାୟୀ ବିଶ୍ୱରେ ୮୦ ନିୟୁତ ଟନ୍‌ ପରିମାଣର ଲିଥିୟମ ଖଣି ଚିହ୍ନଟ ହୋଇଥିବାବେଳେ ସେଥିରୁ ମାତ୍ର ୨୨ ନିୟୁତ ଟନ୍‌ ଖଣି ଉତ୍ତୋଳନ ଉପଯୋଗୀ ହୋଇପାରିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ସ୍ନାନପୂର୍ଣ୍ଣିମାରେ ଶ୍ରୀକ୍ଷେତ୍ରରେ ଗଡିଲା ମୁଣ୍ଡ 🔴 ମହାବାହୁଙ୍କ କ୍ଷଣିକ ଦର୍ଶନ ଖେଳାଇବ ଶିହରଣ 🔴 ‘୨୪ ବର୍ଷ ନୁହେଁ ୨୪ ମିନିଟ୍‌ ଯଥେଷ୍ଟ’ 🔴 ସରହଦରେ ରାସ୍ତା ପାଇଁ କଟା ଯିବ ଜଙ୍ଗଲ 🔴 ନବୀନଙ୍କୁ ନବରଙ୍ଗପୁର ଜିଲ୍ଲାରେ ଲାଗିଲା ଧକ୍କା 🔴 ୪୫ କୋଟିର ଡ୍ରଗ୍ସ ଜବତ 🔴 ଦିନ ୨ଟା ଯାଏଁ ଜଗା ଦର୍ଶନ ବନ୍ଦ 🔴 ଆଜିଠୁ ବଢ଼ିବ ବର୍ଷା 🔴 ଆମେରିକାକୁ ଏୟାର ଡିିଫେନ୍ସ ସିଷ୍ଟମ ମାଗିଲା ପାକିସ୍ତାନ 🔴 ଆଇଇଡି ବିସ୍ଫୋରଣ, ASP ସହିଦ 🔴 ସ୍ନାନପୂର୍ଣ୍ଣିମାରେ ଶ୍ରୀକ୍ଷେତ୍ରରେ ଗଡିଲା ମୁଣ୍ଡ 🔴 ମହାବାହୁଙ୍କ କ୍ଷଣିକ ଦର୍ଶନ ଖେଳାଇବ ଶିହରଣ 🔴 ‘୨୪ ବର୍ଷ ନୁହେଁ ୨୪ ମିନିଟ୍‌ ଯଥେଷ୍ଟ’ 🔴 ସରହଦରେ ରାସ୍ତା ପାଇଁ କଟା ଯିବ ଜଙ୍ଗଲ 🔴 ନବୀନଙ୍କୁ ନବରଙ୍ଗପୁର ଜିଲ୍ଲାରେ ଲାଗିଲା ଧକ୍କା 🔴 ୪୫ କୋଟିର ଡ୍ରଗ୍ସ ଜବତ 🔴 ଦିନ ୨ଟା ଯାଏଁ ଜଗା ଦର୍ଶନ ବନ୍ଦ 🔴 ଆଜିଠୁ ବଢ଼ିବ ବର୍ଷା 🔴 ଆମେରିକାକୁ ଏୟାର ଡିିଫେନ୍ସ ସିଷ୍ଟମ ମାଗିଲା ପାକିସ୍ତାନ 🔴 ଆଇଇଡି ବିସ୍ଫୋରଣ, ASP ସହିଦ