Masthead

ରାଜ୍ୟରେ ୫ ଜଣ କୋଭିଡ୍‌ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ପୁଣି ଚିନ୍ତା ବଢ଼ାଇଲା କରୋନା। ଓଡ଼ିଶାରୁ ଚିହ୍ନଟ ହେଲେ ୫ କୋଭିଡ ପଜିଟିଭ୍‌। ଭୁବନେଶ୍ବରରୁ ୪ ଜଣ ରହିଥିବା ବେଳେ ଖୋର୍ଦ୍ଧାରୁ ଜଣେ ଟିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୪ ଜଣ ପୁରୁଷ ଥିବାବେଳେ ଜଣେ ମହିଳା ଅଛନ୍ତି। ତିନି ବର୍ଷର ବ୍ୟବଧାନ ପରେ ରାଜ୍ୟରେ ପୂର୍ବରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ଆକ୍ରାନ୍ତ ଜଣକ ଜଣେ ବରିଷ୍ଠ ନାଗରିକ ହୋଇଥିବାବେଳେ ସେ ଏକାଧିକ ରୋଗରେ ପୀଡିତ ଅଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ