Masthead

ଟିମ୍ ଇଣ୍ଡିଆକୁ ୫ କୋଟିର ବୋନସ୍

ବଡ଼ ଖବର: ଇତିହାସ ରଚିଛି ଭାରତ । ବ୍ରିସବେନରେ ଟିମ୍ ଇଣ୍ଡିଆର ଦମଦାର ବିଜୟ ପରେ ବିସିସିଆଇ ପକ୍ଷରୁ ବଡ଼ ଘୋଷଣା କରାଯାଇଛି । ଟିମ୍ ପାଇଁ ୫ କୋଟି ଟଙ୍କାର ବୋନସ୍ ମିଳିବ ବୋଲି ବିସିସିଆଇ ସଭାପତି ସୌରଭ ଗାଙ୍ଗୁଲି ଟ୍ୱିଟ୍ କରି ସୂଚନା ଦେଇଛନ୍ତି । ଭାରତୀୟ କ୍ରିକେଟ ପାଇଁ ଏକ ସ୍ୱତନ୍ତ୍ର ମୁହୂର୍ତ୍ତ ବୋଲି ବସିସିଆଇ ପକ୍ଷରୁ କୁହାଯାଇଛି । ଦୀର୍ଘ ୩୨ ବର୍ଷ ପରେ ଅଷ୍ଟ୍ରେଲିଆର ବ୍ରିସବେନରେ ପରାଜୟ ହୋଇଛି । ରିଷଭ ପନ୍ତଙ୍କ ଧୂଆଁଧାର ଇଂନିସ ବଳରେ ଭାରତ ଏହି ସଫଳତା ହାସଲ କରିଛି । ଟିମ୍ ଇଣ୍ଡିଆର ବିଜୟ ପରେ ପ୍ରଧାନମନ୍ତ୍ରୀ ମୋଦୀ ଟିମ୍ ଇଣ୍ଡିଆକୁ ଶୁଭେଚ୍ଛା ଜଣାଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା