Masthead

ଟିମ୍ ଇଣ୍ଡିଆକୁ ୫ କୋଟିର ବୋନସ୍

ବଡ଼ ଖବର: ଇତିହାସ ରଚିଛି ଭାରତ । ବ୍ରିସବେନରେ ଟିମ୍ ଇଣ୍ଡିଆର ଦମଦାର ବିଜୟ ପରେ ବିସିସିଆଇ ପକ୍ଷରୁ ବଡ଼ ଘୋଷଣା କରାଯାଇଛି । ଟିମ୍ ପାଇଁ ୫ କୋଟି ଟଙ୍କାର ବୋନସ୍ ମିଳିବ ବୋଲି ବିସିସିଆଇ ସଭାପତି ସୌରଭ ଗାଙ୍ଗୁଲି ଟ୍ୱିଟ୍ କରି ସୂଚନା ଦେଇଛନ୍ତି । ଭାରତୀୟ କ୍ରିକେଟ ପାଇଁ ଏକ ସ୍ୱତନ୍ତ୍ର ମୁହୂର୍ତ୍ତ ବୋଲି ବସିସିଆଇ ପକ୍ଷରୁ କୁହାଯାଇଛି । ଦୀର୍ଘ ୩୨ ବର୍ଷ ପରେ ଅଷ୍ଟ୍ରେଲିଆର ବ୍ରିସବେନରେ ପରାଜୟ ହୋଇଛି । ରିଷଭ ପନ୍ତଙ୍କ ଧୂଆଁଧାର ଇଂନିସ ବଳରେ ଭାରତ ଏହି ସଫଳତା ହାସଲ କରିଛି । ଟିମ୍ ଇଣ୍ଡିଆର ବିଜୟ ପରେ ପ୍ରଧାନମନ୍ତ୍ରୀ ମୋଦୀ ଟିମ୍ ଇଣ୍ଡିଆକୁ ଶୁଭେଚ୍ଛା ଜଣାଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା