Masthead

ପାକିସ୍ତାନରେ ଆଇଇଡି ବିସ୍ଫୋରଣ; ୫ ସୁରକ୍ଷାକର୍ମୀ ମୃତ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ପାକିସ୍ତାନରେ ଆଇଇଡି ବିସ୍ଫୋରଣ; ୫ ସୁରକ୍ଷାକର୍ମୀ ମୃତ । ବଲୁଚିସ୍ତାନର କେଚ୍ ଜିଲ୍ଲାରେ ଆତଙ୍କବାଦୀଙ୍କ ଆଇଇଡି ବିସ୍ଫୋରଣ । ସୁରକ୍ଷାକର୍ମୀଙ୍କ ପାଲଟା ଗୁଳିରେ ୩ ଆତଙ୍କବାଦୀ ନିପାତ । ଯବାନମାନେ ଏକ ଗାଡ଼ିରେ ଯାଉଥିବା ବେଳେ ସେମାନଙ୍କୁ ଲକ୍ଷ୍ୟ କରି ଆତଙ୍କବାଦୀମାନେ ବିସ୍ଫୋରଣ ଘଟାଇଥିଲେ। ଏହି ବିସ୍ଫୋରଣ ପରେ ଅନ୍ୟ ଯବାନମାନେ ତୁରନ୍ତ କାର୍ୟ୍ୟାନୁଷ୍ଠାନ ଗ୍ରହଣ କରିଥିଲେ। ସେମାନଙ୍କ ଗୁଳିମାଡ଼ରେ ୩ ଜଣ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଥିଲା। କେଚ ଜିଲ୍ଲାର ବୁଲେଦା ଅଞ୍ଚଳରେ ଏହି ଘଟଣା ଘଟିଛି। ଉକ୍ତ ଅଞ୍ଚଳରେ ପାକିସ୍ତାନ ସେନାର ସର୍ଚ୍ଚ ଅପରେସନ ଜାରି ରହିଛି। ଅନ୍ୟ ଆତଙ୍କବାଦୀମାନଙ୍କୁ ଧରିବା ପାଇଁ ଏହି ଅପରେସନ କରାଯାଉଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ