Masthead

କ୍ରିଷ୍ଣା ସାଗର ହ୍ରଦରେ ବୁଡ଼ି ୫ ନାବାଳକ ମୃତ

ଗୁଜୁରାଟ (ବଡ଼ ଖବର ବ୍ୟୁରୋ):  କ୍ରିଷ୍ଣା ସାଗର ହ୍ରଦରେ ବୁଡ଼ି ୫ ନାବାଳକ ମୃତ । ଗୁଜରାଟ ବୋଟାଡ ଜିଲ୍ଲାରେ ଘଟିଛି ଅଭାବନୀୟ ଘଟଣା । ଗାଧୋଇବା ବେଳେ ପ୍ରଥମେ ୨ ନାବାଳକ ବୁଡ଼ି ଯାଇଥିଲେ । ସେମାନଙ୍କୁ ବଞ୍ଚାଇବାକୁ ଯାଇ ଆଉ ୩ ବି ବୁଡ଼ିଗଲେ । ସମସ୍ତ ମୃତକଙ୍କ ବୟସ ୧୬ରୁ ୧୭ ବର୍ଷ ମଧ୍ୟରେ ହୋଇଥିବା ସୂଚନା ମିଳିଛି । ମୃତକଙ୍କ ପରିଚୟ ମିଳିପାରିନାହିଁ ।

ସେମାନେ ସମସ୍ତେ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡ଼ିଛି। ସୂଚନା ଅନୁସାରେ, ଶନିବାର ଦିନ ଦୁଇଜଣ ପିଲା ହ୍ରଦରେ ପହଁରୁଥିବା ବେଳେ ବୁଡ଼ିଯାଇଥିଲେ । ଘଟଣାସ୍ଥଳରେ ଥିବା ଆଉ ୩ଜଣ ପିଲାମାନେ ସେମାନଙ୍କୁ ଉଦ୍ଧାର କରିବାକୁ ହ୍ରଦକୁ ଡେଇଁପଡ଼ିଲେ। କିନ୍ତୁ, ସେମାନେ ବି ବୁଡ଼ିଯାଇଥିଲେ। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ