Masthead

ବୋମାମାଡ଼ କରି ୧୪ ଲକ୍ଷ ଲୁଟି ନେଲେ ୫ ଦୁର୍ବୃତ୍ତ

କାମାକ୍ଷାନଗର(ବଡ଼ ଖବର ବ୍ୟୁରୋ): କାମାକ୍ଷାନଗରରେ ବୋମାମାଡ଼ କରି ୧୪ ଲକ୍ଷ ଲୁଟି ନେଲେ ୫ ଦୁର୍ବୃତ୍ତ। କିଛି ଦିନ ପରେ ପୁଣି ବେପାରୀଙ୍କ ଉପରକୁ ବୋମାମାଡ଼ । ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ଥାନା ଜିରାଳ ସାପ୍ତାହିକ ହାଟରେ ବଡ଼ ଧରଣର ଲୁଟ। ୨ ରାଉଣ୍ଡ ଫାଙ୍କା ଗୁଳି ଚାଳନା ସହିତ ବୋମା ମାଡ଼ କରି ଲୁଟିନେଲେ ବୋଲେରୋ ଗାଡି ସହ ୧୪ଲକ୍ଷ ନଗଦ କ୍ୟାସ।ଜିରାଳ ସାପ୍ତାହିକ ହାଟକୁ ଗୋରୁ କିଣିବା ପାଇଁ ମୟୁରଭଞ୍ଜ ଜିଲ୍ଲା ବଡ଼ସାହି ଅଞ୍ଚଳରୁ ଆସିଥିଲେ ବେପାରୀ ।

୫ଜଣ ଦୁର୍ବୁତ୍ତ ୩ଟି ବାଇକରେ ଆସି ପ୍ରଥମେ ଗାଡ଼ିରେ ବସିଥିବା ଡ୍ରାଇଭର ଏବଂ ଜଣେ ସହଯୋଗୀଙ୍କ ଉପରକୁ ଗୁଳି ମାଡ଼ କରିଥିଲେ। ଏଥିରେ କାହାର କିଛି କ୍ଷତି ହୋଇ ନଥିବା ସୂଚନା । ପରେ ଗାଡିକୁ ସିଧାସଳଖ ବୋମା ମାଡ଼ କରି ଆତଙ୍କ ସୃଷ୍ଟି କରିଥିଲେ ଦୁର୍ବୁତ୍ତ । ଦୁର୍ବୁତ୍ତ ମାନେ ବୋଲେରୋ ଗାଡ଼ିରେ ଥିବା ୧୪ଲକ୍ଷ ଟଙ୍କାର ଟଙ୍କା ବ୍ୟାଗ ସହ ବୋଲେରୋ ଗାଡିଟିକୁ ଲୁଟି ନେଇଥିଲେ ।ଖବର ପାଇ ଘଟଣା ସ୍ଥଳରେ କାମାକ୍ଷାନଗର ପୋଲିସ ପହଞ୍ଚି ତନାଘନା ଆରମ୍ଭ କରି ଦେଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ