Masthead

ଗଡ଼ିବ ଆଉ ୫ ବନ୍ଦେ ଭାରତ ଏକ୍ସପ୍ରେସ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ୫ ନୂତନ ବନ୍ଦେ ଭାରତ ଏକ୍ସପ୍ରେସ ଲୋକାର୍ପଣ କଲେ ପ୍ରଧାନମନ୍ତ୍ରୀ । ଭୋପାଳରେ ଆୟୋଜିତ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଲୋକାର୍ପିତ । ଭୋପାଳରୁ ଇନ୍ଦୋର, ଭୋପାଳରୁ ଜବଲପୁର, ରାଞ୍ଚିରୁ ପାଟନା ଲୋକାର୍ପିତ । ଧରୱାଡ଼ରୁ ବେଙ୍ଗାଲୁରୁ ଏବଂ ଗୋଆରୁ ମୁମ୍ବାଇ ବନ୍ଦେ ଭାରତ ଲୋକାର୍ପିତ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ