Masthead

ହୀରାକୁଦରେ ଖୋଲିଲା ଆଉ ୫ଟି ଗେଟ୍

ସମ୍ବଲପୁର(ବଡ଼ ଖବର ବ୍ୟୁରୋ):  ଉପରମୁଣ୍ଡରେ ବର୍ଷା ଯୋଗୁଁ ହୀରାକୁଦରେ ବଢିବାରେ ଲାଗିଛି ଜଳସ୍ତର । ଆଜି ସଂନ୍ଧ୍ୟା ସୁଦ୍ଧା ଖୋଲିବ ୧୦ଟି ଗେଟ୍ ।  ଏନେଇ ସୁଚନା ଦେଇଛନ୍ତି ହୀରାକୁଦ ଡ୍ୟାମ କର୍ତ୍ତୁପକ୍ଷ । ଏବେ ମୋଟ ୭ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସନ କରାଯାଇଛି । ପ୍ରତି ସେକେଣ୍ଡରେ ୧୫ ହଜାର  କ୍ୟୁସେକ ଜଳ ନିଷ୍କାସନ କରାଯାଉଛି । ଭଙ୍ଗାଯାଇଥିବା ଘାଇରେ ବାଲି ବସ୍ତାା ପକାଇ ରଖାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ