Masthead

କନ୍ୟାଶ୍ରମରେ ଆଉ ୫ଛାତ୍ରୀ ଅସୁସ୍ଥ

ବାଲେଶ୍ୱର(ବଡ଼ ଖବର ବ୍ୟୁରୋ): ବାଲେଶ୍ୱରରେ ଚିନ୍ତା ବଢ଼ାଉଛି ମସ୍ତିଷ୍କ ଜ୍ୱର । ପୁରୁବାଇ କନ୍ୟାଶ୍ରମରେ ଆଉ ୫ଛାତ୍ରୀ ଅସୁସ୍ଥ । ଅସୁସ୍ଥ ଅନ୍ତେବସୀଙ୍କୁ ଚିକିତ୍ସା ପାଇଁ ବାଲେଶ୍ୱର ମେଡିକାଲକୁ ସ୍ଥାନାନ୍ତର କରାଯାଇଛି । ଗତକାଲି ୪ ଜଣଙ୍କୁ ମେଡିକାଲ ସ୍ଥାନାନ୍ତର କରାଯାଇଥିଲା । ଏବେ ବାଲେଶ୍ୱରରେ ଚିକିତ୍ସାଧୀନ ଅସୁସ୍ଥ ଅନ୍ତେବାସୀଙ୍କ ସଂଖ୍ୟା ୧୭କୁ ବୃଦ୍ଧି ପାଇଛି । ସେପଟେ ସୋର ମେଡିକାଲରେ ୧୪ ଅସୁସ୍ଥ ଅନ୍ତେବାସୀଙ୍କର ଚିକିତ୍ସା ଜାରି ରହିଛି । ଆଉ କିଛି ଛାତ୍ରୀ ମଧ୍ୟ ଅସୁସ୍ଥ ରହିଥିବା ଜଣପଡିଛି । କନ୍ୟାଶ୍ରମରେ ଜାପାନିଜ ଏନସେଫାଲାଇଟସ ବ୍ୟାପୁଥିବା ବେଳେ ଛାତ୍ରୀମାନେ ଅସୁସ୍ଥ ହେବାରେ ଲାଗିଛନ୍ତି । ସେପଟେ କନ୍ୟାଶ୍ରମରେ ମେଡିକାଲ ଟିମ୍ ପହଂଚି ସ୍ୱାସ୍ଥାବସ୍ଥା କଥା ପଚାରି ବୁଝୁଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ