Masthead

ଲୋକସଭାରେ ହୋ ହାଲ୍ଲା, ୫ କଂଗ୍ରେସ ସାଂସଦ ନିଲମ୍ବିତ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):ଟିଏମସି ସାଂସଦ ଡେରେକ ଓ’ବ୍ରାୟନ ରାଜ୍ୟସଭାରୁ ନିଲମ୍ବିତ ହେବା ପରେ ଏବେ ଲୋକସଭାରୁ ୫ ଜଣ କଂଗ୍ରେସ ସାଂସଦଙ୍କୁ ନିଲମ୍ବିତ କରିଛନ୍ତି ବାଚସ୍ପତି । ଲୋକସଭାରେ ହୋ ହାଲ୍ଲା କରିବା ଅଭିଯୋଗରେ ସେମାନଙ୍କୁ ନିଲମ୍ବନ କରିଛନ୍ତି ବାଚସ୍ପତି ଓମ୍ ବିର୍ଲା । ନିଲମ୍ବିତ ହୋଇଥିବା ୫ କଂଗ୍ରେସ ସାଂସଦଙ୍କ ମଧ୍ୟରେ ଏସ୍ ଜୋଥିମଣୀ, ଟିଏନ ପ୍ରତାପନ, ରମ୍ୟା ହରିଦାସ, ହିବି ଇଡେନ ଓ ଡିନ୍ କୁରିଆକୋସ ରହିଛନ୍ତି ।  ଶୀତକାଳୀନ ଅଧିବେଶନରୁ ସେମାନଙ୍କୁ ନିଲମ୍ବିତ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ