Masthead

୫ କୁଖ୍ୟାତ ନକ୍ସଲ ନିହତ

ଝାଡ଼ଖଣ୍ଡ(ବଡ଼ ଖବର ବ୍ୟୁରୋ): ୫ କୁଖ୍ୟାତ ନକ୍ସଲ ନିହତ । ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଲେ ନକ୍ସଲ। ଝାଡ଼ଖଣ୍ଡର ଛତ୍ରା ଜିଲ୍ଲାରେ ହୋଇଛି ଏନକାଉଣ୍ଟର । ନିହତ ହୋଇଥିବା ୫ ଜଣଙ୍କ ମଧ୍ୟରୁ ୨ ଜଣଙ୍କ ମୁଣ୍ଡରେ ୨୫ ଲକ୍ଷ ଟଙ୍କା ଲେଖାଏଁ ପୁରସ୍କାର ରାଶି । ଅନ୍ୟ ୩ ଜଣଙ୍କ ମୁଣ୍ଡରେ ଥିଲା ୫ ଲକ୍ଷ ଲେଖାଏଁ ପୁରସ୍କାର ରାଶି ।

ସେମାନଙ୍କ ମୃତଦେହ ନିକଟରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଓ ଗୁଳିଗୋଳା ଜବତ ହୋଇଛି। ଛତ୍ରା ଏସ୍‌ପି ରାକେଶ ରଞ୍ଜନ କହିଛନ୍ତି, ଲାୱାଲଙ୍ଗ ପୁଲିସ୍‌ ଷ୍ଟେସନ ଅଞ୍ଚଳରେ ଥିବା ଛତ୍ରା-ପାଲାମୁ ସୀମାରେ ଆଜି ସର୍ଚ୍ଚ ଅପରେସନ ଚାଲିଥିଲା। ରାଜଧାନୀ ରାଞ୍ଚି ଠାରୁ ଏହି ଅଞ୍ଚଳଟି ୧୬୦ କିମି ଦୂର। ସର୍ଚ୍ଚ ଅପରେସନ ଚାଲିଥିବା ବେଳେ ସୁରକ୍ଷାକର୍ମୀ ଓ ନକ୍ସଲଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ