Masthead

୬ ପ୍ରାର୍ଥୀଙ୍କ ମଧ୍ୟରୁ ୫ ନୂଆ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଗାମୀ ନିର୍ବାଚନ ପାଇଁ ସପ୍ତମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଢୋଷଣା କରିଛି ବିଜୁ ଜନତା ଦଳ ।ପୂର୍ବରୁ ୧୩୫ଟି ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଥିବା ବେଳେ ବର୍ତ୍ତମାନ ୬ଟି ଆସନ ପାଇଁ ପ୍ରାର୍ଥୀ ଚୟନ କରିଛି ବିଜେଡି । ଏହି ତାଲିକାରେ ହିନ୍ଦୋଳ, କାକଟପୁର, ବରୀ, ରଘୁନାଥପାଲୀ, ବାଲକୁଦା-ଏରସମା, ବାଙ୍ଗିରିପୋଷୀ ଆଦି ଆସନରୁ ପ୍ରାର୍ଥୀ ଘୋଷଣା କରିଛି । ଏକ ପ୍ରେସମିଟ୍ କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସପ୍ତମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିଛନ୍ତି । ଖୋର୍ଦ୍ଧା, ବେଗୁନିଆ, ଖଣ୍ଡପଡ଼ା, କୋରେଇ, ଭୋଗରାଇ, ନୀଳଗିରି ପାଇଁ ପ୍ରାର୍ଥୀ ଘୋଷଣା ବାକି ରହିଛି ।

ତେବେ ଆଜି ଘୋଷିତ ବିଜେଡିର ୬ ପ୍ରାର୍ଥୀଙ୍କ ମଧ୍ୟରୁ ୫ ନୂଆ ଚେେଂରାଙ୍କୁ ଟିକେଟ ଦେଇଛି ଦଳ । ହିନ୍ଦୋଳରେ ପ୍ରଥମ ଥର ପାଇଁ ଲଢ଼ିବେ ମହେଶ ସାହୁ । ସୀମା ନାୟକଙ୍କ ଜାଗାରେ ମହେଶ ହେଲେ ନୂଆ ପ୍ରାର୍ଥୀ । ସେହିପରି ରଘୁନାଥପାଲୀରେ ନୂଆ ମୁହଁ ହେଲେ ଅର୍ଚ୍ଚନା ବେହେରାା ସୁବ୍ରତ ତରାଇଙ୍କ ଜାଗାରେ ପ୍ରାର୍ଥୀ ହେଲେ ଅର୍ଚ୍ଚନା । ବରୀରେ ସୁନନ୍ଦା ଦାସଙ୍କ ଜାଗା ନେଲେ ବିଶ୍ବରଂଜନ ମଲ୍ଲିକ । ବାଲିକୁଦା ଏରସମାରୁ ପ୍ରଥମ ଥର ବିଜେଡିରୁ ଲଢ଼ିବେ ସାରଦା ଜେନା । ରଘୁନନ୍ଦନ ଦାସଙ୍କ ଜାଗାରେ ସାରଦା ଜେନା ପାଇଲେ ଟିକେଟ । ବାଙ୍ଗିରିପୋଷିରେ ସୁଦାମ ମାର୍‌ଣ୍ଡିଙ୍କ ସ୍ଥାନ ନେଲେ ପତ୍ନୀ ରଂଜିତା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ