Masthead

କଲଭର୍ଟ ଭୁଶୁଡି ୫ ଜଣଙ୍କ ମୃତ୍ୟୁ

ରାୟଗଡା (ବଡ଼ ଖବର ବ୍ୟୁରୋ): ନିର୍ମାଣାଧୀନ କଲଭର୍ଟ ଭୁଶୁଡି ୫ଜଣଙ୍କ ମୃତ୍ୟୁ । ଘଟଣାସ୍ଥଳରେ ଉଦ୍ଧାରକାର୍ୟ୍ୟ ଜାରି ରହିଛି । ରାୟଗଡ଼ା କଲ୍ୟାଣସିଂହପୁର ଉପରସଜା ନିକଟରେ ଏହି ଅଘଟଣ ଘଟିଛି । ପୋଲ ନିର୍ମାଣ ଚାଲିଥିବା ସେଣ୍ଟ୍ରି ଖସିପଡ଼ି ୫ଜଣ ମୃତ୍ୟୁ ଘଟିଛି, ମୃତକଙ୍କ ମଧ୍ୟରେ ୪ ଜଣ ଶିଶୁ ଥିବା ସୂଚନା ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩ ଜିଲାକୁ ରେଡ୍‌ ୱାର୍ଣ୍ଣିଂ ଜାରି 🔴 ଜୁଏଲଙ୍କ ଟାର୍ଗେଟରେ ଦିଲ୍ଲୀପ କି? 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ 🔴 ନେପାଳର ପ୍ରଳୟଙ୍କାରୀ ବନ୍ୟାରେ ଆଉ ୩ ଓଡ଼ିଆ ନିଖୋଜ 🔴 ମହାପ୍ରଳୟରେ ଖିନଭିନ୍ ହୋଇଯାଇଛି ନେପାଳ, ମୃତ୍ୟୁ ସଂଖ୍ୟା ୪୬୯କୁ ବୃଦ୍ଧି 🔴 ନେପାଳ ପ୍ରଳୟଙ୍କରୀ ବନ୍ୟା, ଗଲାଣି ୧୬୫ ଜୀବନ 🔴 ଆଜି ପବିତ୍ର ରାକ୍ଷୀ ପୂର୍ଣ୍ଣିମା 🔴 ସୁଦ୍ଧକ୍ରିୟା ପାଇଁ ଆସି ଭାସିଗଲେ 🔴 ମାଟି ତଳୁ ମାଓ ସାମଗ୍ରୀ ଜବତ 🔴 ‘ଶ୍ରୀଜଗନ୍ନାଥଙ୍କୁ ବିକୃତ ପ୍ରଦର୍ଶନ ଶାସ୍ତ୍ର ବିରୋଧୀ’ 🔴 ୩ ଜିଲାକୁ ରେଡ୍‌ ୱାର୍ଣ୍ଣିଂ ଜାରି 🔴 ଜୁଏଲଙ୍କ ଟାର୍ଗେଟରେ ଦିଲ୍ଲୀପ କି? 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ 🔴 ନେପାଳର ପ୍ରଳୟଙ୍କାରୀ ବନ୍ୟାରେ ଆଉ ୩ ଓଡ଼ିଆ ନିଖୋଜ 🔴 ମହାପ୍ରଳୟରେ ଖିନଭିନ୍ ହୋଇଯାଇଛି ନେପାଳ, ମୃତ୍ୟୁ ସଂଖ୍ୟା ୪୬୯କୁ ବୃଦ୍ଧି 🔴 ନେପାଳ ପ୍ରଳୟଙ୍କରୀ ବନ୍ୟା, ଗଲାଣି ୧୬୫ ଜୀବନ 🔴 ଆଜି ପବିତ୍ର ରାକ୍ଷୀ ପୂର୍ଣ୍ଣିମା 🔴 ସୁଦ୍ଧକ୍ରିୟା ପାଇଁ ଆସି ଭାସିଗଲେ 🔴 ମାଟି ତଳୁ ମାଓ ସାମଗ୍ରୀ ଜବତ 🔴 ‘ଶ୍ରୀଜଗନ୍ନାଥଙ୍କୁ ବିକୃତ ପ୍ରଦର୍ଶନ ଶାସ୍ତ୍ର ବିରୋଧୀ’