ଶୋଇଥିବା ବେଳେ ଜଳିଗଲେ ପରିବାରର ୫ ସଦସ୍ୟ

ଉତ୍ତରପ୍ରଦେଶ(ବଡ଼ ଖବର ବ୍ୟୁରୋ): ଘରେ ଶୋଇଥିବା ବେଳେ ଜଳିଗଲେ ପରିବାରର ୫ ସଦସ୍ୟ । ଏଭଳୀ ହୃଦୟ ବିଦାରକ ଦୃଶ୍ୟ ଦେଖିବାକୁ ମିଳିଛି କାନପୁରର ଦେହତରେ । ଅଗ୍ନିକାଣ୍ଡରେ ସ୍ୱାମୀ, ସ୍ତ୍ରୀ ଏବଂ ତିନି ନିରୀହ ପିଲାଙ୍କର ମୃତ୍ୟୁ ଘଟିଛି । ଶନିବାର ବିଳମ୍ବିତ ରାତିରେ ନିଆଁ ଲାଗିଥିଲା । ସର୍ଟ ସର୍କିଟ ଯୋଗୁଁ ନିଆଁ ଲାଗିଥିବା କୁହାଯାଉଛି । ଗୋଟିଏ ପରିବାରର ୭ ଜଣ ନିଆଁରେ ଫସିଥିବା ବେଳେ ଜଣେ ବୃଦ୍ଧ ମହିଳା ଏବଂ ଏକ ନବଜାତ ଶିଶୁକୁ ନିଆଁରୁ ଉଦ୍ଧାର କରାଯାଇଛି । ଉଭୟଙ୍କୁ ଚିକିତ୍ସା ପାଇଁ ଜିଲ୍ଲା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ନିଆଁର ପ୍ରକୋପ ଏତେ ଥିଲା ଆୟତ କରିବା ଅସମ୍ଭବ ହୋଇପଡ଼ିଥିଲା । ଖବର ପାଇ ଜିଲ୍ଲାର ଡିଏମ ଏବଂ ଏସପି ଘଟଣା ସ୍ଥଳରେ ପହଞ୍ଚିଥିଲେ ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’