Masthead

ସମୁଦ୍ରରେ ବୁଡିଗଲେ ୫ ଛାତ୍ରୀ

ଛତ୍ରପୁର (ବଡ଼ ଖବର ବ୍ୟୁରୋ):ଆର୍ଯ୍ୟପାଲି ସମୁଦ୍ରରେ ବୁଡି ଯାଇଥିଲେ ୨ ଛାତ୍ରୀ ନିଖୋଜ । ଛତ୍ରପୁର ଥାନା ଆର୍ଯ୍ୟପାଲି ଗାଁ ନିକଟ ସମୁଦ୍ରରେ ବୁଡିଯାଇଥିଲେ ୫ ଛାତ୍ରୀ । ଜଣଙ୍କର ମୃତ ଦେହ ମିଳିଥିବା ବେଳେ ଅନ୍ୟ ଜଣେ ଛାତ୍ରୀ ପ୍ରାଜ୍ଞାରାଣୀ ନିଖୋଜ ଅଛନ୍ତି । ୫ ଜଣ ସାଙ୍ଗହୋଇ ଗାଧୋଇବା ବେଳେ ଭାସିଯାଇଥିଲେ, ଘଟଣା ଘଟିବା ପରେ ସ୍ଥାନୀୟ ଲୋକ ଓ ଓଡ୍ରାଫ୍ଟ ଟିମ ର ସହଯୋଗ ପରେ ୩ ଜଣଙ୍କୁ ସୁରକ୍ଷିତ ଉଦ୍ଧାର କରାଯାଇଥିଲା । ନିଖୋଜ ଛାତ୍ରୀ ପ୍ରଜ୍ଞାରାଣୀଙ୍କୁ ଉଦ୍ଧାର ପାଇଁ ଉଦ୍ୟମ ଜାରି ରହିଛି । ଭୁବନେଶ୍ୱରରୁ ଆର୍ଯ୍ୟପାଲି ପହଞ୍ଚିଲା ଏୟାରକ୍ରାଫ୍ଟ ଟିମ । ରାଡାର ସାହାଯ୍ୟରେ ଖୋଜିବାକୁ ଏୟାରକ୍ରାଫ୍ଟର ଉଦ୍ୟମ ଜାରି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନିର୍ବାଚନ ଲଢ଼ିବେନି ଜୁଏଲ ଓରାମ 🔴 ରାଜ୍ୟରେ ସ୍ବାଭାବିକ ହେଲା ଘରୋଇ ବସ୍ ଚଳାଚଳ 🔴 ବିମାନ ଦୁର୍ଘଟଣା, ଆସିଲା ତଦନ୍ତ ରିପୋର୍ଟ 🔴 ପ୍ରେମ କରିବା ପଡିଲା ମହଙ୍ଗା 🔴 ଚୋର ଭାବି ପୁଲିସକୁ ନିସ୍ତୁକ ମାଡ଼ 🔴 ସରପଞ୍ଚଙ୍କ ସ୍ବାମୀଙ୍କୁ ନିର୍ମମ ହତ୍ୟା 🔴 ଆନ୍ଦୋଳନ ବେଳେ ଡ୍ରାଇଭର ଓ ଯାତ୍ରୀ ମୁହାଁମୁହିଁ 🔴 ବିଜେପିକୁ ଘେରିବାକୁ ଗୁରୁମନ୍ତ୍ର ଦେବେ ରାହୁଲ 🔴 ଡ୍ରାଇଭର ଆନ୍ଦୋଳନ, ରାତି ସୁଦ୍ଧା ସମାଧାନ 🔴 ପୁଣି ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ 🔴 ନିର୍ବାଚନ ଲଢ଼ିବେନି ଜୁଏଲ ଓରାମ 🔴 ରାଜ୍ୟରେ ସ୍ବାଭାବିକ ହେଲା ଘରୋଇ ବସ୍ ଚଳାଚଳ 🔴 ବିମାନ ଦୁର୍ଘଟଣା, ଆସିଲା ତଦନ୍ତ ରିପୋର୍ଟ 🔴 ପ୍ରେମ କରିବା ପଡିଲା ମହଙ୍ଗା 🔴 ଚୋର ଭାବି ପୁଲିସକୁ ନିସ୍ତୁକ ମାଡ଼ 🔴 ସରପଞ୍ଚଙ୍କ ସ୍ବାମୀଙ୍କୁ ନିର୍ମମ ହତ୍ୟା 🔴 ଆନ୍ଦୋଳନ ବେଳେ ଡ୍ରାଇଭର ଓ ଯାତ୍ରୀ ମୁହାଁମୁହିଁ 🔴 ବିଜେପିକୁ ଘେରିବାକୁ ଗୁରୁମନ୍ତ୍ର ଦେବେ ରାହୁଲ 🔴 ଡ୍ରାଇଭର ଆନ୍ଦୋଳନ, ରାତି ସୁଦ୍ଧା ସମାଧାନ 🔴 ପୁଣି ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ