Masthead

ଗାଧୋଇବାବେଳେ ସମୁଦ୍ରରେ ଭାସିଗଲେ ୫ ପର୍ଯ୍ୟଟକ

ଜଳେଶ୍ୱର(ବଡ଼ ଖବର ବ୍ୟୁରୋ): ମାନ୍ଦାରମଣି ତାଜପୁର ବେଳାଭୂମିରେ ଉଚ୍ଚ ଜୁଆର ମାଡରେ ଭୟଙ୍କର ଦୁର୍ଘଟଣା ଘଟିଛି । ସମୁଦ୍ରରେ ଗାଧୋଇବାକୁ ଯାଇଥିଲା ବେଳେ ଉଚ୍ଚ ଜୁଆରରେ ଭାସିଗଲେ ୫ପର୍ଯ୍ୟଟକ । ଖବର ପାଇ ସ୍ଥାନୀୟ ପୋଲିସ ପହଞ୍ଚି ଜାରି ରଖିଥିଲା ଉଦ୍ଧାର କାର୍ଯ୍ୟ । ୫ଜଣଙ୍କୁ ପୋଲିସ ଉଦ୍ଧାର କରିଥିବା ବେଳେ ୩ଜଣଙ୍କ ମୃତ୍ୟୁ ଘଟିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଏସସିବି ଟ୍ରମା କେୟାରରେ ଅଗ୍ନିକାଣ୍ଡ, ୧୦ ମୃତ 🔴 ପାରାଦୀପ ଛାଡିଲେ ବିଜେପି ବିଧାୟକ 🔴 ଆଜିଠୁ ରାଜ୍ୟରେ କାଳବୈଶାଖୀ ବର୍ଷା ! 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ଏସସିବି ଟ୍ରମା କେୟାରରେ ଅଗ୍ନିକାଣ୍ଡ, ୧୦ ମୃତ 🔴 ପାରାଦୀପ ଛାଡିଲେ ବିଜେପି ବିଧାୟକ 🔴 ଆଜିଠୁ ରାଜ୍ୟରେ କାଳବୈଶାଖୀ ବର୍ଷା ! 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା