Masthead

ଗୋ ଚାଲାଣ ବେଳେ ଉଦ୍ଧାର ହେଲେ ୫୦ଗୋରୁ

ଜଳେଶ୍ୱର(ବଡ଼ ଖବର ବ୍ୟୁରୋ): ପଶ୍ଚିମବଙ୍ଗକୁ ଗୋ ଚାଲାଣ କରିବାରେ ଥମୁନି ଗୋରୁ ମାଫିଆ । ଜଳେଶ୍ୱର – ଚନ୍ଦନେଶ୍ୱର ୫୭ନମ୍ବର ରାଜ୍ୟ ରାଜପଥ ପାଲଟିଛି ମାଫିଆଙ୍କ ଭୁସର୍ଗ । ପଶ୍ଚିମବଙ୍ଗକୁ ୫୦ରୁ ଉର୍ଦ୍ଧ ଗୋରୁ ୨ଟି ମିନିଟ୍ରକରେ ଚୋରା ଚାଲାଣ ବେଳେ କୌଣସି ସୂତ୍ରରୁ ଖବର ପାଇଁ କମର୍ଦା ପୋଲିସ ନହରା ଛକ ନିକଟରେ ଗାଡିକୁ ଅଟକାଇ ଜବତ କରି ଗୋରୁ ମାନଙ୍କୁ ଉଦ୍ଧାର କରିଥିଲେ । ଘଟଣା ସ୍ଥଳରୁ ଡ୍ରାଇଭର ହେଲପର ଫେରାର ହେଇଯାଇଥିଲେ । ସମସ୍ତ ଗୋରୁକୁ ପୋଲିସ ଉଦ୍ଧାର କରି ବାମପଦା ଗୋଶାଳକୁ ପଠାଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା