Masthead

ନ୍ୟାୟପାଳିକାରେ ମହିଳାଙ୍କୁ ୫୦ ପ୍ରତିଶତ ସଂରକ୍ଷଣ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ନ୍ୟାୟପାଳିକାରେ ମହିଳାମାନଙ୍କ ନିମନ୍ତେ ୫୦ ପ୍ରତିଶତ ସ୍ଥାନ ସଂରକ୍ଷିତ ରଖିବା ପାଇଁ ଭାରତର ପ୍ରଧାନ ବିଚାରପତି ଏନ.ଭି ରମନା କହିଛନ୍ତି । ଏହା ସହ ଦେଶର ଆଇନ ମହାବିଦ୍ୟାଳୟଗୁଡ଼ିକରେ ଅନୁରୂପ ସଂରକ୍ଷଣ ଦାବିକୁ ସେ ସମର୍ଥନ ଜଣାଇଛନ୍ତି । ଏହା ସେମାନଙ୍କର ଅଧିକାର ଏବଂ ଏଥିପାଇଁ ସେମାନେ ଦାବି କରିବାକୁ ହକଦାର ବୋଲି ସୁପ୍ରିମକୋର୍ଟର ମହିଳା ଆଇନଜୀବୀମାନଙ୍କୁ ଉଦବୋଧନ ଦେବା ଅବସରରେ ଏନ.ଭି ରମନା କହିଛନ୍ତି ।

ଅନ୍ୟପଟେ ଦେଶର ନିମ୍ନ ଅଦାଳତଗୁଡ଼ିକରେ ମହିଳା ବିଚାରପତିଙ୍କ ସଂଖ୍ୟା ୩୦ ପ୍ରତିଶତରୁ କମ ରହିଛି । ହାଇକୋର୍ଟଗୁଡ଼ିକରେ ୧୧.୫ ପ୍ରତିଶତ ମହିଳା ବିଚାରପତି ରହିଥିବାବେଳେ ସୁପ୍ରିମକୋର୍ଟରେ ୧୧ରୁ ୧୨ ପ୍ରତିଶତ ରହିଛି ବୋଲି ଜଷ୍ଟିସ ରମନା ସୂଚନା ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ