Masthead

ରଥଯାତ୍ରାରେ ୫୦୦ ବିଦ୍ୟୁତ କର୍ମଚାରୀ ମୁତୟନ

ପୁରୀ  (ବଡ଼ ଖବର ବ୍ୟୁରୋ): ରଥଯାତ୍ରା ପାଇଁ ୫୦୦ ବିଦ୍ୟୁତ କର୍ମଚାରୀ ମୁତୟନ । ରଥଯାତ୍ରାରେ ନିରବଚ୍ଛିନ୍ନ ବିଦ୍ୟୁତ ଯୋଗାଣ ପାଇଁ ବ୍ୟବସ୍ଥା । ୫୦୦ କର୍ମଚାରୀ ମୁତୟନ ହୋଇଛନ୍ତି କହିଲେ ଟିପିସିଓଡିଏଲ ସିଇଓ । ନିରବଚ୍ଛିନ୍ନ ବିଦ୍ୟୁତ ଯୋଗାଣ ପାଇଁ କଂପାନୀ ପ୍ରସ୍ତୁତ ଥିବା ମଧ୍ୟ କହିଛନ୍ତି । ପୁରୀ ଡିଭିଜନର ୩୫ ଅଧିକାରୀ,୧୫ ସୁପରଭାଇଜର ମୁତୟନ ହୋଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଚଳନ୍ତା ଟ୍ରେନ୍ ରେ ଯାତ୍ରୀଙ୍କୁ ପିଟିପିଟି ହତ୍ୟା 🔴 ଦିଲ୍ଲୀ ଯୁବତୀଙ୍କୁ ଯାଜପୁରେ ଅସଦାଚରଣ 🔴 ଧଳା ଜହର ଜବତ ସହ ୨ ମହିଳା ଗିରଫ 🔴 ୫ ବିଧାନସଭା ଉପନିର୍ବାଚନର ଫଳାଫଳ, ସବୁ ପାର୍ଟି ଖୁସ 🔴 ପରୀକ୍ଷାର୍ଥୀଙ୍କୁ ସରକାରଙ୍କ ବଡ଼ ଭେଟି 🔴 ଆଜି ମହାପ୍ରଭୁଙ୍କ ଘଣା ଓ ଖଳି ପ୍ରସାଦ ଲାଗି ନୀତି 🔴 ୨୭ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା 🔴 ଗୋଷ୍ଠୀସଙ୍ଘର୍ଷ, ୭ ଆହତ 🔴 ବିଜାପୁରରେ ପୁଣି ମାଓ ହିଂସା 🔴 ବିଭିନ୍ନ ସ୍ଥାନରେ ହାଲୁକା ବର୍ଷା ସମ୍ଭାବନା 🔴 ଚଳନ୍ତା ଟ୍ରେନ୍ ରେ ଯାତ୍ରୀଙ୍କୁ ପିଟିପିଟି ହତ୍ୟା 🔴 ଦିଲ୍ଲୀ ଯୁବତୀଙ୍କୁ ଯାଜପୁରେ ଅସଦାଚରଣ 🔴 ଧଳା ଜହର ଜବତ ସହ ୨ ମହିଳା ଗିରଫ 🔴 ୫ ବିଧାନସଭା ଉପନିର୍ବାଚନର ଫଳାଫଳ, ସବୁ ପାର୍ଟି ଖୁସ 🔴 ପରୀକ୍ଷାର୍ଥୀଙ୍କୁ ସରକାରଙ୍କ ବଡ଼ ଭେଟି 🔴 ଆଜି ମହାପ୍ରଭୁଙ୍କ ଘଣା ଓ ଖଳି ପ୍ରସାଦ ଲାଗି ନୀତି 🔴 ୨୭ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା 🔴 ଗୋଷ୍ଠୀସଙ୍ଘର୍ଷ, ୭ ଆହତ 🔴 ବିଜାପୁରରେ ପୁଣି ମାଓ ହିଂସା 🔴 ବିଭିନ୍ନ ସ୍ଥାନରେ ହାଲୁକା ବର୍ଷା ସମ୍ଭାବନା