Masthead

୫ ହଜାରରେ ବନ୍ଧା ପଡ଼ିଛି ଶୈଶବ

କଣାସ (ବଡ଼ ଖବର ବ୍ୟୁରୋ):୫ହଜାର ଟଙ୍କା ପାଇଁ ବନ୍ଧା ପଡ଼ିଛି  ଶୈଶବ । ବାପା ବନ୍ଧା ପକାଇଲା ଦୁଇ ପୁଅକୁ । ପୁରୀ କଣାସ ବ୍ଲକ ଦୟାବିହାର ଗାଁରୁ ଆସିଛି ଏଭଳି ଦୁଃଖଦ ଖବର । ବାପା ଧାର ନେଇଥିବା ୫ହଜାର ଟଙ୍କା ପାଇଁ ବନ୍ଧା ପଡିଛି ପୁଅ । ବାପା ଟଙ୍କା ସୁଝି ନପାରିବାରୁ ନିଜ ଜୀବନକୁ ବାଜି ଲଗାଇ କାମ କରୁଛନ୍ତି ଦୁଇ ନାବାଳକ ।

ଘରର ଆର୍ଥିକ ସମସ୍ୟାକୁ ଦୂର କରିବାପାଇଁ ହାତରେ କାତ ଏବଂ ଜାଲ ଟିଏ ଧରି ବାହାରିଛି ଅକାତକାତ ଜଳ ରାଶିରେ ଯାଲ ପକାଇ ମାଛ ଧରିବା ପାଇଁ । ଗାଁର ବସନ୍ତ ବେହେରାଙ୍କ ଦୁଇ ପୁଅ କାମ କରି ସୁଝୁଛନ୍ତି ବାପାଙ୍କ ଧାର କରିଥିବା ଟଙ୍କା । ଯେଉଁ ବୟସରେ ସେମାନେ ସ୍କୁଲ ଯିବା କଥା ସେ ବୟସରେ ପର ଘରେ ଆସି ମୂଲ ଲାଗିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା