Masthead

ରାଜ୍ୟରେ ନିଯୁକ୍ତି ପାଇବେ ୫୦୦୦ ଡାକ୍ତର

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ରାଜ୍ୟରେ ନିଯୁକ୍ତି ପାଇବେ ୫୦୦୦ ଡାକ୍ତର । ଏନେଇ ବିଧାନସଭାରେ ଉତ୍ତର ରଖିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ନିରଞ୍ଜନ ପୂଜାରୀ । ବିଧାନସଭାରେ ପ୍ରଶ୍ନକାଳରେ ରାଜ୍ୟର ମେଡିକାଲ ଗୁଡିକର ବେଡ ଅଭାବ ଓ ରୋଗୀ ସେବାକୁ ନେଇ ଉଭୟ ଶାସକ ଓ ବିରୋଧୀ ପ୍ରଶ୍ନ ଉଠାଇଛନ୍ତି । ଏହାର ଜବାବରେ ବିଭାଗୀୟ ମନ୍ତ୍ରୀ କହିଛନ୍ତି, ରାଜ୍ୟରେ ସରକାରୀ ସ୍ୱାସ୍ଥ୍ୟ ଅନୁଷ୍ଠାନରେ ବେଡ ତୁଳନାରେ ରୋଗୀଙ୍କ ସଂଖ୍ୟା ବଢ଼ିଲେ ଅତିରିକ୍ତ ବେଡର ବ୍ୟବସ୍ଥା କରାଯାଉଛି । ବେଡ ଅଭାବରୁ କହାକୁ ଫେରାଇ ଦିଆଯାଉ ନାହିଁ ।୨୦୧୭-୨୦୧୮ରୁ ୨୦୨୨-୨୦୨୩ ମଧ୍ୟରେ ୧୭ ହଜାର ୧୩୦ରୁ ୨୫ ହଜାର ୬୫୦ ବେଡ ବୃଦ୍ଧି କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ