Masthead

ରାଜ୍ୟରେ ନିଯୁକ୍ତି ପାଇବେ ୫୦୦୦ ଡାକ୍ତର

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ରାଜ୍ୟରେ ନିଯୁକ୍ତି ପାଇବେ ୫୦୦୦ ଡାକ୍ତର । ଏନେଇ ବିଧାନସଭାରେ ଉତ୍ତର ରଖିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ନିରଞ୍ଜନ ପୂଜାରୀ । ବିଧାନସଭାରେ ପ୍ରଶ୍ନକାଳରେ ରାଜ୍ୟର ମେଡିକାଲ ଗୁଡିକର ବେଡ ଅଭାବ ଓ ରୋଗୀ ସେବାକୁ ନେଇ ଉଭୟ ଶାସକ ଓ ବିରୋଧୀ ପ୍ରଶ୍ନ ଉଠାଇଛନ୍ତି । ଏହାର ଜବାବରେ ବିଭାଗୀୟ ମନ୍ତ୍ରୀ କହିଛନ୍ତି, ରାଜ୍ୟରେ ସରକାରୀ ସ୍ୱାସ୍ଥ୍ୟ ଅନୁଷ୍ଠାନରେ ବେଡ ତୁଳନାରେ ରୋଗୀଙ୍କ ସଂଖ୍ୟା ବଢ଼ିଲେ ଅତିରିକ୍ତ ବେଡର ବ୍ୟବସ୍ଥା କରାଯାଉଛି । ବେଡ ଅଭାବରୁ କହାକୁ ଫେରାଇ ଦିଆଯାଉ ନାହିଁ ।୨୦୧୭-୨୦୧୮ରୁ ୨୦୨୨-୨୦୨୩ ମଧ୍ୟରେ ୧୭ ହଜାର ୧୩୦ରୁ ୨୫ ହଜାର ୬୫୦ ବେଡ ବୃଦ୍ଧି କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ