Masthead

କରୋନା ମାତା ମନ୍ଦିର ଭଙ୍ଗାଯିବା ଘଟଣାରେ ଆବେଦନକାରୀଙ୍କୁ ୫ ହଜାର ଫାଇନ୍

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ବିବାଦୀୟ କରୋନା ମାତା ମନ୍ଦିରକୁ ଭଙ୍ଗାଯିବା ଘଟଣାକୁ ବିରୋଧ କରି ସୁପ୍ରିମକୋର୍ଟରେ ଆଗତ କରାଯାଇଥିବା ଏକ ଜନସ୍ୱାର୍ଥ ମାମଲାକୁ ସୁପ୍ରିମ୍‌କୋର୍ଟ ଖାରଜ କରି ଦେଇଛନ୍ତି। ଉତ୍ତରପ୍ରଦେଶର ପ୍ରତାପଗଡ଼ ଜିଲ୍ଲାର ଜୁହି ଶୁକୁଲପୁର ଗ୍ରାମରେଏକ ଦମ୍ପତିଙ୍କ ଦ୍ୱାରା ନିର୍ମିିତ ଏହି ମନ୍ଦିର ଭଙ୍ଗାଯିବା ଘଟଣାକୁ ବିରୋଧ କରି ସୁପ୍ରିମକୋର୍ଟରେ ଏକ ଜନସ୍ୱାର୍ଥ ମାମଲା ଆଗତ କରାଯାଇଥିଲା। ସୁପ୍ରିମ୍‌କୋର୍ଟର ବିଚାରପତି ଜଷ୍ଟିସ୍‌ ଏସ୍‌ କେ କୌଲ୍‌ ଏବଂ ଜଷ୍ଟିସ୍‌ ଏମ୍‌ଏମ୍‌ ସୁନ୍ଦରେଶଙ୍କୁ ନେଇ ଗଠିତ ଖଣ୍ଡପୀଠ ଏହି ଆବେଦନକୁ ଖାରଜ କରିଦେଇଛନ୍ତି। ଏହା ସହ ଆବେଦନକାରୀଙ୍କୁ ୫୦୦୦ ଟଙ୍କାର ଜରିମାନାରେ ଦଣ୍ଡିତ କରାଯାଇଛି।

ଜୁନ୍‌ ୭ ତାରିଖରେ ପ୍ରତିଷ୍ଠା କରାଯାଇଥିବା ଏହି ମନ୍ଦିରକୁ କେନ୍ଦ୍ର କରି ବିବାଦ ସୃଷ୍ଟି ହେବା ପରେ ଜୁନ୍‌ ୧୧ ତାରିଖ ରାତିରେ ମନ୍ଦିରକୁ ଭାଙ୍ଗି ଦିଆଯାଇଥିଲା। ପରବର୍ତ୍ତୀ ସମୟରେ ଏହି ଘଟଣାକୁ କେନ୍ଦ୍ରକରି ସୁପ୍ରିମ୍‌କୋର୍ଟରେ ଏକ ଜନସ୍ୱାର୍ଥ ମାମଲା ଆଗତ କରା ଯାଇଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭିଜିଲାନ୍ସ ଜାଲରେ BMC କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ଜଗନ୍ନାଥ ପଟ୍ଟନାୟକ 🔴 ଜଗଦୀପ ଧନକରଙ୍କ ସୁସ୍ଥତା କାମନା କଲେ ପ୍ରଧାନମନ୍ତ୍ରୀ 🔴 ଓଡ଼ିଶା ବନ୍ଦ ଆନ୍ଦୋଳନ, କଂଗ୍ରେସ ଓ ବିଜେଡିକୁ ନୋଟିସ 🔴 ମାଲକାନଗିରି ନାବାଳିକାଙ୍କୁ ଦୁଷ୍କର୍ମ ମାମଲା, ଦୁଷ୍କର୍ମ ନୁହେଁ ଗଣଦୁଷ୍କର୍ମ 🔴 ଦିଲ୍ଲୀ ଗଲେ ମନମୋହନ, ମନ୍ତ୍ରିମଣ୍ଡଳ ଲିଷ୍ଟ ଫାଇନାଲ! 🔴 ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା, ତଦନ୍ତ ପାଇଁ ୩ ଜଣିଆ ଟିମ୍ ଗଠନ 🔴 ପୁଣି ଲଜ୍ଜା, ମାଲକାନଗିରିରେ ନାବାଳିକାଙ୍କୁ ଦୁଷ୍କର୍ମ 🔴 ୨୩ରୁ ପ୍ରବଳ ବର୍ଷା! 🔴 ବାଂଲାଦେଶରେ ଭୟଙ୍କର ବିମାନ ଦୁର୍ଘଟଣା 🔴 ମାଓବାଦୀଙ୍କ ବର୍ବରକାଣ୍ଡ, ୨ ଗ୍ରାମବାସୀଙ୍କୁ ନିର୍ମମ ହତ୍ୟା 🔴 ଭିଜିଲାନ୍ସ ଜାଲରେ BMC କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ଜଗନ୍ନାଥ ପଟ୍ଟନାୟକ 🔴 ଜଗଦୀପ ଧନକରଙ୍କ ସୁସ୍ଥତା କାମନା କଲେ ପ୍ରଧାନମନ୍ତ୍ରୀ 🔴 ଓଡ଼ିଶା ବନ୍ଦ ଆନ୍ଦୋଳନ, କଂଗ୍ରେସ ଓ ବିଜେଡିକୁ ନୋଟିସ 🔴 ମାଲକାନଗିରି ନାବାଳିକାଙ୍କୁ ଦୁଷ୍କର୍ମ ମାମଲା, ଦୁଷ୍କର୍ମ ନୁହେଁ ଗଣଦୁଷ୍କର୍ମ 🔴 ଦିଲ୍ଲୀ ଗଲେ ମନମୋହନ, ମନ୍ତ୍ରିମଣ୍ଡଳ ଲିଷ୍ଟ ଫାଇନାଲ! 🔴 ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା, ତଦନ୍ତ ପାଇଁ ୩ ଜଣିଆ ଟିମ୍ ଗଠନ 🔴 ପୁଣି ଲଜ୍ଜା, ମାଲକାନଗିରିରେ ନାବାଳିକାଙ୍କୁ ଦୁଷ୍କର୍ମ 🔴 ୨୩ରୁ ପ୍ରବଳ ବର୍ଷା! 🔴 ବାଂଲାଦେଶରେ ଭୟଙ୍କର ବିମାନ ଦୁର୍ଘଟଣା 🔴 ମାଓବାଦୀଙ୍କ ବର୍ବରକାଣ୍ଡ, ୨ ଗ୍ରାମବାସୀଙ୍କୁ ନିର୍ମମ ହତ୍ୟା