Masthead

୨୪ ଘଣ୍ଟାରେ ୫୧୬ ପଜିଟିଭ, ଜଣେ ମୃତ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଚିନ୍ତା ବଢାଉଛି କରୋନା । ରାଜ୍ୟରେ ଆଉ ଜଣଙ୍କ ମୁଣ୍ଡ ନେଇଛି କରୋନା । ୨୪ ଘଣ୍ଟାରେ ୫୧୬ ପଜିଟିଭ ଚିହ୍ନଟ ହୋଇଥିବାବେଳ ଜଣଙ୍କ ମୃତ୍ୟୁ ଘଟିଛି । ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୪୩ ହଜାର ୯୬୦କୁ ବୃଦ୍ଧି ହୋଇଛି । ସେହିଭଳି ମୋଟ ମୃତ୍ୟୁ ସଂଖ୍ୟା ୯,୨୧୦ରେ ପହଞ୍ଚିଥିବାବେଳେ ଆକ୍ଟିଭ କେସ୍ ୩ ହଜାର ୫୯୭ ରହିଛି । ସେପଟେ ଦେଶରେ ଦିନକରେ ୪୪ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ୭ ହଜାର ୫୩୩ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳ ସକ୍ରିୟ ଆକ୍ରାନ୍ତ ସଂଖ୍ୟା ୫୩ ହଜାର ୮୫୨କୁ ବୃଦ୍ଧି ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ