Masthead

୨୪ ଘଣ୍ଟାରେ ୫୧୬ ପଜିଟିଭ, ଜଣେ ମୃତ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଚିନ୍ତା ବଢାଉଛି କରୋନା । ରାଜ୍ୟରେ ଆଉ ଜଣଙ୍କ ମୁଣ୍ଡ ନେଇଛି କରୋନା । ୨୪ ଘଣ୍ଟାରେ ୫୧୬ ପଜିଟିଭ ଚିହ୍ନଟ ହୋଇଥିବାବେଳ ଜଣଙ୍କ ମୃତ୍ୟୁ ଘଟିଛି । ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୪୩ ହଜାର ୯୬୦କୁ ବୃଦ୍ଧି ହୋଇଛି । ସେହିଭଳି ମୋଟ ମୃତ୍ୟୁ ସଂଖ୍ୟା ୯,୨୧୦ରେ ପହଞ୍ଚିଥିବାବେଳେ ଆକ୍ଟିଭ କେସ୍ ୩ ହଜାର ୫୯୭ ରହିଛି । ସେପଟେ ଦେଶରେ ଦିନକରେ ୪୪ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ୭ ହଜାର ୫୩୩ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳ ସକ୍ରିୟ ଆକ୍ରାନ୍ତ ସଂଖ୍ୟା ୫୩ ହଜାର ୮୫୨କୁ ବୃଦ୍ଧି ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ