Masthead

ରୀତିନୀତିରେ ଚାଲିଛି ମଙ୍ଗଳପାଗ ନୀତି

ଭଦ୍ରକ (ବଡ଼ ଖବର ବ୍ୟୁରୋ):  ଭଦ୍ରକ ଜିଲ୍ଲାର ପ୍ରସିଦ୍ଧ ବାବା ଆଖଣ୍ଡଳମଣିଙ୍କ ଶିବବିବାହ ଉତ୍ସବ ପାଇଁ ବୈଦିକ ରୀତିନୀତି ଅନୁଯାୟୀ ବରପିତା ଓ କନ୍ୟାପିତାଙ୍କ ପକ୍ଷରୁ ଚାଲିଛି ମଙ୍ଗଳପାଗ ନୀତି। ମନ୍ଦିରରେ ସ୍ବତନ୍ତ୍ର ନୀତିକାନ୍ତି ସହ ଚାଲିଛି ପୂଜାର୍ଚ୍ଚନା। ବାବା ଆଖଣ୍ଡଳମଣିଙ୍କ ପ୍ରସିଦ୍ଧ ଶିବବିବାହ ପାଇଁ ଉତ୍ସବମୁଖର ଆରଡିପୀଠ। ଆଜି ବୈଦିକ ରୀତିନୀତି ଅନୁଯାୟୀ ମଙ୍ଗଳପାଗ ନୀତି ଅନୁଷ୍ଠିତ ହେଉଅଛି। ବରପିତା ଓ କନ୍ୟାପିତାଙ୍କ ପକ୍ଷରୁ ଏକ ସୁସଜିତ ବିମାନରେ ମନ୍ଦିରରୁ ବାବାଙ୍କ ଚଳନ୍ତି ପ୍ରତିମା ହର , ମାତାପାର୍ବତୀଙ୍କ ଚଳନ୍ତି ପ୍ରତିମା ଗୌରୀଙ୍କୁ ନିଜ ଘରକୁ ନେଇ ଲୋକାଚାରରେ ମଙ୍ଗଳପାଗ ନୀତି ଅନୁଷ୍ଠିତ ହେବ। ତାହାସହ ମନ୍ଦିରରେ ସ୍ବତନ୍ତ୍ର ନୀତିକାନ୍ତି ସହ ଚାଲିଛି ପୂଜାର୍ଚ୍ଚନା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ