Masthead

୫୩୭ମହିଳା ଓ ଶିଶୁ ଡେସ୍କ ରାଜ୍ୟରେ କାମ କରୁଛି: ତୁଷରକାନ୍ତି ବେହେରା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ୬ଟି ମହିଳା ଥାନା ରହିଛି। ଖାଲି ଯେ ମହିଳା ଥାନା ନୁହେଁ ନାରୀ ସୁରକ୍ଷା ଯୋଗାଇବା ପାଇଁ ୫୩୭ମହିଳା ଓ ଶିଶୁ ଡେସ୍କ ବ୍ୟବସ୍ଥା କରାଯାଇଛି। ୩୬ଟି ଓମେନ୍ ଚାଇଲ୍ଡ ମହିଳା ଶିଶୁ ଶେଷ ମଧ୍ୟ ଗଠିତ ହୋଇଛି। ହେଲ୍ପ ଲାଇନ ୧୮୧ ସମ୍ପର୍କ ହେଲ୍ପ ଲାଇନ ର ମଧ୍ୟ ବ୍ୟବସ୍ଥା କରାଯାଇଛି। ଗୃହରେ ଉତ୍ତର ରଖିଛନ୍ତି ଗୃହରାଷ୍ଟ୍ର ମନ୍ତ୍ରୀ ତୁଷାର କାନ୍ତି ବେହେରା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ