Masthead

୯ ଘଣ୍ଟାରେ୫୬ ପ୍ରଶ୍ନ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଦିଲ୍ଲୀ ମଦନୀତି ମାମଲାରେ କେନ୍ଦ୍ରୀୟ ସଂସ୍ଥା କେଜ୍ରିୱାଲଙ୍କୁ ପଚରାଉଚରା କରିଛି । ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ସାଢେ ୯ ଘଣ୍ଟା ଧରି ଜେରା କରିଥିଲା । ୫୬ଟି ପ୍ରଶ୍ନର ଉତ୍ତର ଦେଇଛନ୍ତି କେଜ୍ରିୱାଲ। ସିବିଆଇ ଯାହା ବି ପଚାରିଥିଲା ତାର ଠିକ୍ ଠିକ୍ ଉତ୍ତର ଦେଇଛନ୍ତି। ସମଗ୍ର ମାମଲା ମିଥ୍ୟା ଉପରେ ପର୍ଯ୍ୟବେସିତ ଥିଲା।

ଏହି ମାମଲାରେ ସିବିଆଇ ତାଙ୍କୁ ପୁଣି ଜେରା କରିବ ନେଇ କୌଣସି ସଙ୍କେତ ଦେଇନାହିଁ ବୋଲି କେଜ୍ରିୱାଲ କହିଛନ୍ତି। ସେ ଆହୁରି ମଧ୍ୟ କହିଛନ୍ତି ଆପକୁ ବଦନାମ କରିବାକୁ ବଡ଼ ଷଡ଼ଯନ୍ତ୍ର କରଯାଉଛି । ଆପକୁ ଶେଷ କରିବାକୁ ଚେଷ୍ଟା କରାଯାଉଛି । କିନ୍ତୁ ଦେଶବାସୀ ଆମ ସହ ଅଛନ୍ତି । ଜେରାକୁ ନେଇ ଦିଲ୍ଲୀରେ ହାଇଡ୍ରାମା ହୋଇଥିଲା । କେନ୍ଦ୍ର ସରକାରଙ୍କ ବିରୋଧରେ ଶହ ଶହ ଆପ କର୍ମୀ ବିକ୍ଷୋଭ କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା