Masthead

୨୪ ଘଣ୍ଟାରେ ୫୮୦ ପଜିଟିଭ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ରାଜ୍ୟରେ ତଳକୁ ଖସୁଛି ସଂକ୍ରମଣ । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୫୮୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୧୮୨୯୮ରେ ପହଞ୍ଚିଛି ।

ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୩୬ ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୨୪୪ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୧୮୨୯୮ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୫୯୬୩ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୦୪୧୬୪ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୯୦୬୬୦୧୫ସାମ୍ପୁଲ ଟେଷ୍ଟ୍ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭିଜିଲାନ୍ସ ପଞ୍ଝାରେ ଦଶମନ୍ତପୁର ଥାନା IIC 🔴 ଧଉଳି ଗଣଦୁଷ୍କର୍ମ, ମୁଖ୍ୟ ଅଭିଯୁକ୍ତ ଗିରଫ 🔴 ବିଜେପିର ବଡ଼ ବୈଠକ 🔴 ଶୀତ ସାଙ୍ଗକୁ ଘନ କୁହୁଡି 🔴 ସତ୍ୟର ସନ୍ଧାନ ଓ ସତ୍ୟକୁ ସମର୍ଥନ ପାଇଁ ବିଦ୍ୟାର୍ଥୀଙ୍କୁ ଆହ୍ୱାନ: ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ 🔴 ସୁଦାନରୁ ଫେରିଲେ ଓଡ଼ିଆ ପୁଅ 🔴 ବ୍ରାଉନ ସୁଗାର ବେପାରୀ ଘରେ ବୁଲିଲା ବୁଲଡୋଜର 🔴 ଭଦ୍ରକରେ ଏନକାଉଣ୍ଟର 🔴 ମୋକିମ କିଏ… ବର୍ଷିଲେ ଭକ୍ତ 🔴 ଶ୍ରୀମନ୍ଦିରରେ ଆଜିଠାରୁ ଆରମ୍ଭ ପହିଲି ଭୋଗ ନୀତି 🔴 ଭିଜିଲାନ୍ସ ପଞ୍ଝାରେ ଦଶମନ୍ତପୁର ଥାନା IIC 🔴 ଧଉଳି ଗଣଦୁଷ୍କର୍ମ, ମୁଖ୍ୟ ଅଭିଯୁକ୍ତ ଗିରଫ 🔴 ବିଜେପିର ବଡ଼ ବୈଠକ 🔴 ଶୀତ ସାଙ୍ଗକୁ ଘନ କୁହୁଡି 🔴 ସତ୍ୟର ସନ୍ଧାନ ଓ ସତ୍ୟକୁ ସମର୍ଥନ ପାଇଁ ବିଦ୍ୟାର୍ଥୀଙ୍କୁ ଆହ୍ୱାନ: ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ 🔴 ସୁଦାନରୁ ଫେରିଲେ ଓଡ଼ିଆ ପୁଅ 🔴 ବ୍ରାଉନ ସୁଗାର ବେପାରୀ ଘରେ ବୁଲିଲା ବୁଲଡୋଜର 🔴 ଭଦ୍ରକରେ ଏନକାଉଣ୍ଟର 🔴 ମୋକିମ କିଏ… ବର୍ଷିଲେ ଭକ୍ତ 🔴 ଶ୍ରୀମନ୍ଦିରରେ ଆଜିଠାରୁ ଆରମ୍ଭ ପହିଲି ଭୋଗ ନୀତି