Masthead

୨୪ ଘଣ୍ଟାରେ ୫୮୫ ପଜିଟିଭ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ରାଜ୍ୟରେ ତଳକୁ ଖସୁଛି ସଂକ୍ରମଣ । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୫୮୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୨୪୩୨୦ରେ ପହଞ୍ଚିଛି ।

ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୪୨ ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୨୪୩ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୨୪୩୨୦ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୫୯୦୯ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୧୦୧୮୩ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୯୭୨୬୫୦୭ ସାମ୍ପୁଲ ଟେଷ୍ଟ୍ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳିକାଙ୍କ ଶରୀର ୭୦ ପ୍ରତିଶତ ପୋଡ଼ିଛି ! 🔴 ଛାତ୍ରୀଙ୍କୁ ନିଆଁ ଲଗାଇ ଜାଳିଲେ ଦୁର୍ବୃତ୍ତ, ନିଆଯିବ କଡ଼ା କାର୍ଯ୍ୟାନୁଷ୍ଠାନ 🔴 ପେଟ୍ରୋଲ ପମ୍ପର ସିସିଟିଭି ଫୁଟେଜ ଯାଞ୍ଚ କରିବ କ୍ରାଇମବ୍ରାଞ୍ଚ 🔴 ବିସ୍ଫୋରକ ଭର୍ତ୍ତି ଗାଡ଼ି ଜବତ 🔴 ଅଧ୍ୟାପକଙ୍କ ନାମରେ ଅଭିଯୋଗ ଆଣିଲେ ଛାତ୍ର 🔴 ଆସୁଛି ଆଉ ଏକ ଲଘୁଚାପ 🔴 ଜାରୀ ହେଲା ମହିଳା ସହାୟତା ନଂ ୧୮୧ 🔴 ଶରୀରକୁ ସୁସ୍ଥ ରଖିବାର ଉପାୟ: ସଜନା ଶାଗ 🔴 ଧରାପଡ଼ିଲା ମୋଷ୍ଟ ୱାଣ୍ଟେଡ ଆତଙ୍କବାଦୀ ମସୁଦ୍ 🔴 ବ୍ଲକବଷ୍ଟର ମୁଭି ‘ସୈୟାରା’ 🔴 ନାବାଳିକାଙ୍କ ଶରୀର ୭୦ ପ୍ରତିଶତ ପୋଡ଼ିଛି ! 🔴 ଛାତ୍ରୀଙ୍କୁ ନିଆଁ ଲଗାଇ ଜାଳିଲେ ଦୁର୍ବୃତ୍ତ, ନିଆଯିବ କଡ଼ା କାର୍ଯ୍ୟାନୁଷ୍ଠାନ 🔴 ପେଟ୍ରୋଲ ପମ୍ପର ସିସିଟିଭି ଫୁଟେଜ ଯାଞ୍ଚ କରିବ କ୍ରାଇମବ୍ରାଞ୍ଚ 🔴 ବିସ୍ଫୋରକ ଭର୍ତ୍ତି ଗାଡ଼ି ଜବତ 🔴 ଅଧ୍ୟାପକଙ୍କ ନାମରେ ଅଭିଯୋଗ ଆଣିଲେ ଛାତ୍ର 🔴 ଆସୁଛି ଆଉ ଏକ ଲଘୁଚାପ 🔴 ଜାରୀ ହେଲା ମହିଳା ସହାୟତା ନଂ ୧୮୧ 🔴 ଶରୀରକୁ ସୁସ୍ଥ ରଖିବାର ଉପାୟ: ସଜନା ଶାଗ 🔴 ଧରାପଡ଼ିଲା ମୋଷ୍ଟ ୱାଣ୍ଟେଡ ଆତଙ୍କବାଦୀ ମସୁଦ୍ 🔴 ବ୍ଲକବଷ୍ଟର ମୁଭି ‘ସୈୟାରା’