Masthead

ବିଭିନ୍ନ ପ୍ରକଳ୍ପ ସମୀକ୍ଷା କଲେ ୫-ଟି ସଚିବ

ଭୁବନେଶ୍ବର(ବଡ଼ ଖବର ବ୍ୟୁରୋ): ଭୁବନେଶ୍ବର ବରମୁଣ୍ଡା ବସ୍‌ଷ୍ଟାଣ୍ଡ ପରିଦର୍ଶନ କଲେ ୫-ଟି ସଚିବ ଭି.କେ ପାଣ୍ଡିଆନ। ଆଇଏଏସ ଭି.କେ ପାଣ୍ଡିଆନ, ଅନ୍ତଃରାଜ୍ୟ ବସ୍‌ ଟର୍ମିନାଲ କାମର ସମୀକ୍ଷା କଲେ। ୨୦୨୨ ଜୁନ୍‌ ସୁଦ୍ଧା ସରିବ ବସ୍‌ ଟର୍ମିନାଲ କାମ, ଖର୍ଚ୍ଚହେବ ୧୮୦ କୋଟି । ତାଙ୍କର ଏହି ଗସ୍ତରେ ବିଏମସି କମିଶନର ସଞ୍ଜୟ ସିଂହ, ପୂର୍ତ୍ତ ସଚିବ କ୍ରିଷନ କୁମାର ଓ ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର ସଚିବ ଭିନିଲ କ୍ରୀଷ୍ଣା ମଧ୍ୟ ଉପସ୍ଥିତ ଥିଲେ ।

ଖଣ୍ଡଗିରିରେ ଥିବା ବସ୍ ଡିପୋରେ ଏକାସାଙ୍ଗେ ରହିପାରିବ ୩୦୦ ବସ୍ । ଏହାସହ କେୟାର ହସ୍ପିଟାଲ ନିକଟରେ ବସ୍ତି ଅଞ୍ଚଳ ପାଇଁ ହେଉଥିବା ହାଉସିଂ ପ୍ରୋଜେକ୍ଟ କାମର ମଧ୍ୟ ସମୀକ୍ଷା କରିଛନ୍ତି ଭି.କେ ପାଣ୍ଡିଆନ । ଇନଫୋସିଟି ଅଞ୍ଚଳରେ ଚାଲିଥିବା ଇଡକୋ କନଷ୍ଟ୍ରକ୍ସନ ସାଇଟରେ ୫-ଟି ସଚିବ କାମ ତଦାରଖ କରିଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ଏହି ସମୀକ୍ଷା କରାଯାଇଥିବା କୁହାଯାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା