Masthead

୯ଟା ସୁଦ୍ଧା ୬.୯୯% ମତଦାନ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଓଡ଼ିଶାରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଆରମ୍ଭ । ସୁନ୍ଦରଗଡ଼, ବରଗଡ଼, ବଲାଙ୍ଗୀର, କନ୍ଧମାଳ ଓ ଆସ୍କା ଲୋକସଭା ସହ ଏସବୁ କ୍ଷେତ୍ରରେ ଥିବା ୩୫ ବିଧାନସଭା ଆସନରେ ମତଦାତା ଲେଖିବେ ପ୍ରାର୍ଥୀଙ୍କ ଭାଗ୍ୟ । ଲୋକସଭା ପାଇଁ ୪୦ଜଣ ପ୍ରାର୍ଥୀ ଲଢୁଥିବା ବେଳେ ବିଧାନସଭା ପାଇଁ ୨୬୫ ଜଣ ପ୍ରାର୍ଥୀ ।

ବିଜେଡି ସୁପ୍ରିମୋ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲଢୁଥିବା କଣ୍ଟାବାଞ୍ଜି ଓ ହିଞ୍ଜିଳିରେ ବି ପଡ଼ିବ ଭୋଟ । ସକାଳ ୭ଟାରୁ ଆରମ୍ଭ ହେଲାଣି ମତଦାନ । ତେବେ ସକାଳ ୯ଟା ସୁଦ୍ଧା ଭୋଟ୍ ହାର ୬.୯୯ ପ୍ରତିଶତ ହୋଇଛି । ଝାରସୁଗୁଡ଼ାରେ ସର୍ବାଧିକ ୯.୮୬% ଭୋଟିଂ ହୋଇଛି । ବଲାଙ୍ଗିରରେ ସର୍ବନିମ୍ନ ୪.୯୬% ମତଦାନ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଏପଟେ ଶୀତ ଥରାଉଛି ସେପଟେ ଖରା ଜାଳୁଛି 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଏପଟେ ଶୀତ ଥରାଉଛି ସେପଟେ ଖରା ଜାଳୁଛି