Masthead

OTET ପ୍ରଶ୍ନପତ୍ର ଲିକ ମାମଲାରେ ୬ ଅଭିଯୁକ୍ତ ଗିରଫ

OTET ପ୍ରଶ୍ନପତ୍ର ଲିକ ମାମଲାରେ ୬ ଜଣଙ୍କୁ ଗିରଫ କରିଛି କ୍ରାଇମବ୍ରାଞ୍ଚ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): OTET ପ୍ରଶ୍ନପତ୍ର ଲିକ ମାମଲାରେ ୬ ଜଣଙ୍କୁ ଗିରଫ କରିଛି କ୍ରାଇମବ୍ରାଞ୍ଚ । ଜୁଲାଇ ୨୦ ରେ ହେବାକୁ ଥିବା OTET ପରୀକ୍ଷା ସୋସିଆଲ ମିଡ଼ିଆରେ ପ୍ରଶ୍ନପତ୍ର ଲିକ ହେବା ଫଳରେ ବିଳମ୍ବିତ ରାତିରେ ପରୀକ୍ଷାକୁ ବାତିଲ କରାଯାଇଥିଲା । କ୍ରାଇମବ୍ରାଞ୍ଚ ତଦନ୍ତ ପରେ ୬ ଅଭିଯୁକ୍ତଙ୍କ ଗିରଫ କରାଯାଇଛି । କ୍ରାଇମବ୍ରାଞ୍ଚ ଡ଼ିଜିପି ବିନୟ ତୋଷ ମିଶ୍ର ଆଜି ଏକ ସାମ୍ବାଦିକ ସମ୍ମିଳନୀରେ କହିଛନ୍ତି ଯେ OTET ପ୍ରଶ୍ନପତ୍ର ଲିକ ମାମଲାରେ ସମ୍ପୃକ୍ତ ଥିବା ୬ ଜଣଙ୍କୁ ଗିରଫ କରିଛନ୍ତି । ଅଭିଯୁକ୍ତଙ୍କ ଠାରୁ ପୋଲିସ ମୋବାଇଲ ଫୋନ୍ ଏବଂ ଲିକ୍ ହୋଇଥିବା ପ୍ରଶ୍ନପତ୍ର ସହିତ ଇଲେକ୍ଟ୍ରୋନିକ୍ ଉପକରଣ ଜବତ କରିଛି । ସୂଚନା ଅନୁସାରେ ପ୍ରଥମିକ ତଦନ୍ତ ଅନୁସାରେ ଲିକ୍ ସହ ଜଡ଼ିତ ଥିବା ଆର୍ଥିକ କାରବାର ଡ଼ିଜିଟାଲ ପେମେଣ୍ଟ ପ୍ଲାଟଫର୍ମ ମାଧ୍ୟମରେ କରାଯାଇଥିଲା । ଏଥି ସହ ଅଭିଯୁକ୍ତଙ୍କ ବ୍ୟାଙ୍କ ଏକାଉଣ୍ଟକୁ ଯାଞ୍ଚ କରାଯିବା ସହ ଏଥିରେ ସମ୍ପୃକ୍ତ ଥିବା ଅନ୍ୟ ବ୍ୟକ୍ତି ମାନଙ୍କୁ ଠାରୁ ତଦନ୍ତ ଜାରି ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଏପଟେ ଶୀତ ଥରାଉଛି ସେପଟେ ଖରା ଜାଳୁଛି 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଏପଟେ ଶୀତ ଥରାଉଛି ସେପଟେ ଖରା ଜାଳୁଛି