Masthead

ବିଦ୍ୟୁତ ଆଘାତରେ ୬ ମଇଁଷି ମୃତ

ନୀଳଗିରି (ବଡ଼ ଖବର ବ୍ୟୁରୋ): ଫାର୍ମ ହାଉସ ଚାରିପଟେ ତାରଜାଲିରେ ବିଦ୍ୟୁତ ସଂଯୋଗ କରିବା ହେଲା କାଳ । ଅକାରଣରେ ଚାଲିଗଲା ୬ ମଇଁଷିଙ୍କ ପ୍ରାଣ । ନୀଳଗିର ଥାନା ଖୁମକୁଟ ଅଞ୍ଚଳରେ ଘଟିଛି ଘଟଣା । ଖୁମକୁଟ ଅଞ୍ଚଳର ଶୁଭ ଜେନା ନାମକ ଜଣେ ବ୍ୟକ୍ତି ଜୀବଯନ୍ତୁଙ୍କୁ ଆକଟ କରିବା ପାଇଁ ତାଙ୍କ ଫାର୍ମ ଚାରିପାଖେ ତାରଜାଲି ବିଛାଇ ସେଥିରେ ବିଦ୍ୟୁତ ସଂଯୋଗ କରିଥିଲେ । ଗତକାଲି ବିଦ୍ୟୁତ ସଂସ୍ପର୍ଶରେ ଆସି ୬ ମଇଁଷିଙ୍କ ମୃତ୍ୟୁ ଘଟିଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ