Masthead

ପ୍ରାର୍ଥୀ ତାଲିକାରେ କଂଗ୍ରେସରୁ ୬

ଝାରସୁଗୁଡ଼ା (ବଡ଼ ଖବର ବ୍ୟୁରୋ):  ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ଳଢେଇ କରିବାକୁ କଂଗ୍ରେସ ତୟାର । କଂଗ୍ରେସର ପ୍ରାର୍ଥୀ ଲାଗି ୬ ଜଣଙ୍କ ତାଲିକା ପ୍ରସ୍ତୁତ କରିଛି କଂଗ୍ରେସ ପର୍ଯ୍ୟବେକ୍ଷକ ଟିମ । ଆଜି ପିସିସିକୁ ପୂର୍ଣାଙ୍ଗ ରିପୋର୍ଟ ଦେବା ଲାଗି ନିଷ୍ପତ୍ତି ନେଇଛି ହାତ । ଝାରସୁଗୁଡା ଯାଇ କର୍ମୀମାନଙ୍କ ସହ ଆଲୋଚନା କରି ରିପୋର୍ଟ ପ୍ରସ୍ତୁତ କରିଛି ସନ୍ତୋଷ ସିଂ ସାଲୁଜାଙ୍କ ଅଧ୍ୟକ୍ଷତାରେ ଗଠିତ ପର୍ଯ୍ୟବେକ୍ଷକ ଟିମ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର