Masthead

ପ୍ରମୋଦଙ୍କୁ ୬ କୋଟି

(ବଡ଼ ଖବର ବ୍ୟୁରୋ): ପାରାଲିମ୍ପିକ୍ସ ସ୍ୱର୍ଣ୍ଣ ପଦକ ବିଜେତା ପ୍ରମୋଦ ଭଗତ ପାଇବେ ୬ କୋଟି ଟଙ୍କା । ପୂର୍ବ ଘୋଷଣା ଅନୁସାରେ ପ୍ରମୋଦଙ୍କୁ ୬ କୋଟି ଦେବେ ସରକାର । ମିଳିବ ଗ୍ରୁପ ଏ ଲବଲ୍ ସରକାରୀ ଚାକିରି । ଭୁବନେଶ୍ୱର ଫେରିବା ପରେ ପ୍ରମୋଦଙ୍କୁ ଚେକ୍ ଦେବେ ସରକାର। ଏନେଇ ରାଜ୍ୟ କ୍ରୀଡ଼ା ବିଭାଗ ସ୍ପଷ୍ଟୀକରଣ ରଖିଛି ।

ଅଲିମ୍ପିକ୍ସ ଓ ପାରାଲିମ୍ପିକ୍ସ ଖେଳାଳିଙ୍କ ପାଇଁ ପୂର୍ବରୁ ପୁରସ୍କାର ଘୋଷଣା କରିଥିଲେ ରାଜ୍ୟ ସରକାର । ସ୍ୱର୍ଣ୍ଣ ବିଜେତାଙ୍କ ପାଇଁ ୬ କୋଟି, ରୌପ୍ୟ ବିଜେତାଙ୍କ ପାଇଁ ୪ କୋଟି ଓ କାଂସ୍ୟ ବିଜେତାଙ୍କ ପାଇଁ ଅଢେଇ କୋଟି ଘୋଷଣା ହୋଇଥିଲା । ହକି କାଂସ୍ୟ ପଦକ ବିଜେତା ଦଳର ସଦସ୍ୟ ଅମିତ ରୋହିଦାସ ଓ ବିରେନ୍ଦ୍ର ଲାକ୍ରାଙ୍କୁ ମଧ୍ୟ ରାଜ୍ୟ ସରକାର ଅଢେଇ କୋଟି ଟଙ୍କା ଦେଇ ସାରିଛନ୍ତି।

ଏବଂ ଉଭୟଙ୍କୁ ଉଚ୍ଚସ୍ତରୀୟ ସରକାରୀ ଚାକିରୀ ଘୋଷଣା କରିଥିଲେ । ସେହିପରି ମୁଖ୍ୟମନ୍ତ୍ରୀଙ୍କର ପୂର୍ବ ଘୋଷଣା ଅନୁଯାୟୀ ସ୍ୱର୍ଣ୍ଣ ବିଜେତା ପ୍ରମୋଦ ଭଗତଙ୍କୁ ୬ କୋଟି ଟଙ୍କାର ପୁରସ୍କାର ରାଶି ଦିଆଯିବ । ଏହା ସହ ଗ୍ରଫ ‘ଏ’ ସରକାରୀ ଚାକିରି ଦେବାକୁ ମଧ୍ୟ ଘୋଷଣା କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ