Masthead

ବାଙ୍ଗଲାଦେଶୀ ସନ୍ଦେହରେ ୬ଜଣଙ୍କୁ ଅଟକ

ବାସୁଦେବପୁର (ବଡ଼ ଖବର ବ୍ୟୁରୋ): ବାଙ୍ଗଲାଦେଶୀ ସନ୍ଦେହରେ ଅଟୋରେ ଯାଉଥିବା ବେଳେ ୬ଜଣକୁ ଅଟକ ରଖି ପୋଲିସକୁ ଜିମା ଦେଲେ ସ୍ଥାନୀୟ ଲୋକ । ଯାହାକୁ ନେଇ ଘଟଣା ସ୍ଥଳରେ ଉତ୍ତେଜନା ଲାଗି ରହିଥିଲା । ଆଜି ସକାଳେ ବାସୁଦେବପୁର ବଜାରର ହାଇସ୍କୁଲ ଛକ ନିକଟରେ ଏକ ଅଟୋରେ ୬ଜଣ ଯାଉଥିବା ସମୟରେ ବାଙ୍ଗଲାଦେଶୀ ସନ୍ଦେହରେ ସ୍ଥାନୀୟ ଲୋକମାନେ ଅଟକାଇଥିଲେ ।

ଏବଂ ସେମାନଙ୍କର ପରିଚୟ ମାଗିଥିଲେ । କିନ୍ତୁ ସେମାନଙ୍କ ପରିଚୟ ଠିକ ଭାବରେ ଦେଇନପାରିବାରୁ ଘଟଣା ସ୍ଥଳରେ ଉତେଜନା ଲାଗି ରହିଥିଲା । ପରେ ସ୍ଥାନୀୟ ଲୋକେ ଆଣିଥିବ ଡ୍ରାଇଭରକୁ ମାଡ ମାରିବା ସହିତ ବାସୁଦେବପୁର ଥାନାକୁ ଖବର କରିଥିଲେ। ଖବରପାଇ ପୋଲିସ ଘଟଣାସ୍ଥଳରେ ପହଂଚି ସେମାନଙ୍କୁ ଥାନାକୁ ନେଇ ପଚରାଉଚରା କରୁଛି ପୋଲିସ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ