Masthead

ବାଙ୍ଗଲାଦେଶୀ ସନ୍ଦେହରେ ୬ଜଣଙ୍କୁ ଅଟକ

ବାସୁଦେବପୁର (ବଡ଼ ଖବର ବ୍ୟୁରୋ): ବାଙ୍ଗଲାଦେଶୀ ସନ୍ଦେହରେ ଅଟୋରେ ଯାଉଥିବା ବେଳେ ୬ଜଣକୁ ଅଟକ ରଖି ପୋଲିସକୁ ଜିମା ଦେଲେ ସ୍ଥାନୀୟ ଲୋକ । ଯାହାକୁ ନେଇ ଘଟଣା ସ୍ଥଳରେ ଉତ୍ତେଜନା ଲାଗି ରହିଥିଲା । ଆଜି ସକାଳେ ବାସୁଦେବପୁର ବଜାରର ହାଇସ୍କୁଲ ଛକ ନିକଟରେ ଏକ ଅଟୋରେ ୬ଜଣ ଯାଉଥିବା ସମୟରେ ବାଙ୍ଗଲାଦେଶୀ ସନ୍ଦେହରେ ସ୍ଥାନୀୟ ଲୋକମାନେ ଅଟକାଇଥିଲେ ।

ଏବଂ ସେମାନଙ୍କର ପରିଚୟ ମାଗିଥିଲେ । କିନ୍ତୁ ସେମାନଙ୍କ ପରିଚୟ ଠିକ ଭାବରେ ଦେଇନପାରିବାରୁ ଘଟଣା ସ୍ଥଳରେ ଉତେଜନା ଲାଗି ରହିଥିଲା । ପରେ ସ୍ଥାନୀୟ ଲୋକେ ଆଣିଥିବ ଡ୍ରାଇଭରକୁ ମାଡ ମାରିବା ସହିତ ବାସୁଦେବପୁର ଥାନାକୁ ଖବର କରିଥିଲେ। ଖବରପାଇ ପୋଲିସ ଘଟଣାସ୍ଥଳରେ ପହଂଚି ସେମାନଙ୍କୁ ଥାନାକୁ ନେଇ ପଚରାଉଚରା କରୁଛି ପୋଲିସ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ